online auoto-taxi ଅନ୍‌ଲାଇନ ଅଟୋ-ଟ୍ୟାକ୍ସି ଡ୍ରାଇଭର ସଂଘ ସଭାପତି ଗିରଫ

ଭୁବନେଶ୍ୱର:ସ୍ମାର୍ଟ ସିଟି ଅନ୍‌ଲାଇନ ଅଟୋ ଟ୍ୟାକ୍ସି ଡ୍ରାଇଭର୍ ସଂଘ ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ। ପୁରୀରୁ ଦୀନବନ୍ଧୁଙ୍କୁ ଗିରଫ କରାଯାଇଥିବା ଭୁବନେଶ୍ବର ଡିସିପି ସୂଚନା ଦେଇଛନ୍ତି।ରାଜଧାନୀରେ ଅଟୋ-ଟ୍ୟାକ୍ସି ଚାଳକଙ୍କ ଆନ୍ଦୋଳନ ସମୟରେ ହିଂସାତ୍ମକ ଘଟଣା ଘଟିବା ପରେ…

Continue reading
Single Window Clearance Authority ୨,୭୮୦ କୋଟିର ୧୪ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ବର : ରାଜ୍ୟରେ ଶିଳ୍ପାୟନ ତଥା ନିଯୁକ୍ତି ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ରାଜ୍ୟ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୯ତମ ରାଜ୍ୟସ୍ତରୀୟ ଏକକ ବାତାୟନ ଅନୁମୋଦନ କର୍ତ୍ତୃପକ୍ଷ ବୈଠକରେ…

Continue reading
ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

Continue reading
ପରଲୋକରେ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

Continue reading
ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ…

Continue reading
ମାଷ୍ଟରକ୍ୟାଣ୍ଟିନ ହିଂସା: କ୍ଷମା ମାଗିଲେ ଅନଲାଇନ ଅଟୋ ସଂଘ ସଭାପତି

ଭୁବନେଶ୍ୱର:ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାକୁ ନେଇ ମୁହଁ ଖୋଲିଛନ୍ତି ଅନଲାଇନ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକ। ଘଟଣା ଯୋଗୁଁ ଜନସାଧାରଣଙ୍କୁ ହୋଇଥିବା ଅସୁବିଧା ପାଇଁ ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ଦୀନବନ୍ଧୁ କହିଛନ୍ତି,“ଭୁଲ୍ ଟା ଭୁଲ୍,…

Continue reading
ଏଣିକି ମାସକୁ ୨ ଥର ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ରାଜ୍ୟ ପ୍ରଶାସନର ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବ । ବିଶେଷ କରି କ୍ୟାବିନେଟ୍ ନିଷ୍ପତ୍ତିର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି । ତେଣୁ ଏଣିକି ପ୍ରତିମାସରେ ଦୁଇଥର କ୍ୟାବିନେଟ ବୈଠକ ବସିବ । ଏଥିପାଇଁ…

Continue reading
ଖରିଫ ଧାନ ସଂଗ୍ରହ: ଏ ପର୍ଯ୍ୟନ୍ତ ପଞ୍ଜିକୃତ ହୋଇଛନ୍ତି ପ୍ରାୟ ସାଢେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ

ଭୁବନେଶ୍ୱର: ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସାଢେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ ଧାନ ବିକ୍ରୟ ପାଇଁ ପଞ୍ଜିକରଣ କରିସାରିଲେଣି । ଏହି ପଞ୍ଜିକରଣ…

Continue reading
ଜାତୀୟ ସ୍ୱଚ୍ଛତା ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ ପାଇଁ ମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର:ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଉନ୍ନତି ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏବଂ କଟକ ମହାନଗର ନିଗମ (କେଏମସି)ରେ ସ୍ୱଚ୍ଛତା, ଡ୍ରେନେଜ୍ ଓ ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ…

Continue reading
ମହାରାଷ୍ଟ୍ର ନିର୍ବାଚନ ଅଧିକାରୀଙ୍କୁ ଗୁରୁମନ୍ତ୍ର ଦେଲେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାର ସଫଳ କାର୍ଯ୍ୟାନ୍ୱୟନ ନେଇ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍. ଗୋପାଳନ ମହାରାଷ୍ଟ୍ରର ନିର୍ବାଚନ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଓ ଅଭିଜ୍ଞତା ବାଣ୍ଟିଛନ୍ତି। ମହାରାଷ୍ଟ୍ର ସିଇଓ ଶ୍ରୀ ଏସ୍. ଚୋକାଲିଙ୍ଗମ୍‌ଙ୍କ ନିମନ୍ତ୍ରଣ…

Continue reading