ଠିକା ସଂସ୍ଥାର ଜେସିବି ଉପରକୁ ବୋମାମାଡ଼

ବାଙ୍କୀ: ବାଙ୍କୀ ଥାନା କଇଁମୁଣ୍ଡି ଫାଣ୍ଡି ନିକଟରେ ବୋମାମାଡ଼। କଇଁମୁଣ୍ଡି ଛକ ନିକଟରେ ବ୍ରିଜ କାମ କରୁଥିବା ଏକ ଠିକା ସଂସ୍ଥାର ଜେସିବି ମେସିନ ଉପରକୁ ବୋମାମାଡ଼ ହୋଇଛି । ଦୁଇଟି ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ବେଳେ, ବୋମାମାଡ଼…

Continue reading
ପୁଅ ମାଡ଼ରେ ମା’ ମୃତ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ମହିଜୋରରେ ପୁଅ ମାଡ଼ରେ ମା’ ମୃତ।  ମୃତ ମହିଳା ଜଣଙ୍କ ହେଉଛନ୍ତି ମହିଜୋରର ଉର୍କୁଲି ଲୁହାର (୬୦ ବର୍ଷ)। ସୂଚନାନୁଯାୟୀ, ଶନିବାର ଭୋର୍ ୪ଟାରେ ଉର୍କୁଲି ଲୁହାର ଶୋଇଥିବା ସମୟରେ ପୁଅ…

Continue reading
ମଦ୍ୟପାନ କରି ଗାଡ଼ି ଚଳାଉଥିଲେ ରଦ୍ଦ କରାଯିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ବର : ମୋ’ ବସ୍ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁଁ ସହରରେ ନିୟମିତ ଦୁର୍ଘଟଣା ଘଟୁଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ କଠୋର ଆଭିମୁଖ୍ୟ ପୋଷଣ କରାଯାଇଛି। ଆଗାମୀ ଦିନରେ କୌଣସି ଡ୍ରାଇଭର ମଦ୍ୟପାନ…

Continue reading
କଟକ ବାଲିଯାତ୍ରାରେ ଫୁଟପାଥରେ ବସିପାରିବେନି ଉଠା ଦୋକାନୀ

କଟକ :ଏଥର ବାଲିଯାତ୍ରା ପଡିଆ ଓ ଏହାର ପାରିପାର୍ଶ୍ବିକ ରାସ୍ତା କଡରେ ଉଠାଦୋକାନୀ ମାନଙ୍କର ପସରା ଖୋଲିବ ନାହିଁ । ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବାଲିଯାତ୍ରା ସମୟରେ ଫୁଟପାଥରେ କୌଣସି ଉଠାଦୋକାନୀ ବ୍ୟବସାୟ କରିବା ନେଇ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ…

Continue reading
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହା ଆସନ୍ତା ଦୁଇ ଦିନ ମଧ୍ୟରେ ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଦକ୍ଷିଣ ଭାରତରେ ଲଘୁଚାପ ପ୍ରଭାବରେ ବର୍ଷା ହେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ସେପଟେ  ଶୀତ…

Continue reading
ଆଉ ୫ ହସ୍ତଶିଳ୍ପକୁ ମିଳିଲା ସରକାରୀ ଅନୁମୋଦନ

ଭୁବନେଶ୍ବର: ଆଉ ୫ଟି ହସ୍ତଶିଳ୍ପକୁ ମିଳିଲା ସରକାରୀ ମାନ୍ୟତା । ପୂର୍ବରୁ ଏହି ସରକାରୀ ଅନୁମୋଦନ ପ୍ରାପ୍ତ ହସ୍ତଶିଳ୍ପର ସଂଖ୍ୟା ୫୦ ଥିବାବେଳେ ଏହି ନୂତନ ଅନୁମୋଦନକୁ ମିଶାଇ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ…

Continue reading
ବିଦ୍ୟୁତ ଚାହିଦା ପୂରଣ ନିମନ୍ତେ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ୨୦୨୯-୩୦ ମସିହା ବେଳକୁ ରାଜ୍ୟରେ ପ୍ରାୟ ୧୦ହଜାର ମେଗାୱାଟର ବିଦ୍ୟୁତ ଆବଶ୍ୟକତା ରହିଛି । ଏହି ବିଦ୍ୟୁତ ଚାହିଦା ପୂରଣ ନିମନ୍ତେ ଏବେଠୁ ଏକ ରୋଡମ୍ୟାପ୍ ପ୍ରସ୍ତୁତ କରି ସେଦିଗରେ କାର୍ୟ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Continue reading
୩୩୫୩ କୋଟି ଟଙ୍କାର ୧୫ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟରେ କ୍ଷମତାସୀନ ବିଜେପି ସରକାର ଆଜି ୩୩୫୩.୧୫କୋଟି ଟଙ୍କାର ୧୫ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୪୬୩୭ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆକଳନ କରାଯାଇଛି। ଏହି ନିବେଶ ପ୍ରକଳ୍ପକୁ ଅନୁମୋଦନ କରି ରାଜ୍ୟରେ…

Continue reading
ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ଅନୁଗୋଳ:ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ସନ୍ତ୍ରୀ ପଞ୍ଚାୟତ ନଳଚନ୍ଦ୍ରପୁର ଗାଁରେ ହାତୀ ଘଉଡ଼ାଇବା ପାଇଁ ଯାଇଥିବାବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା।  ମୃତ ବ୍ୟକ୍ତି ଜଣଙ୍କ ହେଲେ ପ୍ରଫୁଲ୍ଲ ସାହୁ।ଜମିରେ ପଶି ହାତୀ ଧାନ ଫସଲ ନଷ୍ଟ କରୁଥିବା ପ୍ରଫୁଲ୍ଲ କୌଣସି…

Continue reading
ପୁଣି କମିଲା ସୁନା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଖୁସି ଖବର । ପୁଣି ଖସିଲା ସୁନା ଦାମ୍‌ ।୨୨ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌କୁ ୭୨,୩୦୦ ଟଙ୍କା । ପୂର୍ବରୁ ଭୁବନେଶ୍ୱରରେ ୨୨ କ୍ୟାରେଟ୍‌ର ଦର ଥିଲା ୭୩,୮୦୦ ଟଙ୍କା । ୨୨ କ୍ୟାରେଟ୍‌ ଦାମ୍‌…

Continue reading