ଡିସେମ୍ୱର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆଗାମୀ ଡିସେମ୍ବର ୧୬ ତାରିଖ (ସୋମବାର)ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ଅକ୍ଟୋବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ହେବ ଏବଂ ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଏହି ସମସ୍ତ ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ମଧ୍ୟ ବିଭାଗ ତରଫରୁ ଅନୁରୋଧ କରାଯାଇଛି।

  • Related Posts

    ୧୦ରେ ସମ୍ବଲପୁରରେ ‘ସ୍ୱଚ୍ଛତା ଅଭିଯାନ’, ସାମିଲ ହେବାକୁ ଧର୍ମେନ୍ଦ୍ରଙ୍କ ଆହ୍ଵାନ

    ସମ୍ବଲପୁର: ଆମ ଓଡ଼ିଆ ସଂସ୍କୃତି ଓ ପରମ୍ପରାରେ ସ୍ୱଚ୍ଛତା ଓ ପବିତ୍ରତାକୁ ସବୁବେଳେ ପ୍ରଥମ ସ୍ଥାନ ଦିଆଯାଇଛି । ସ୍ୱଚ୍ଛତା କେବଳ ଘରର ଚାରିକାନ୍ଥ ଭିତରେ ସୀମିତ ନୁହେଁ, ଏହା ଆମ ଜୀବନଶୈଳୀ, ଆମର ସଂସ୍କାର ଏବଂ ଆମର ଚରିତ୍ର ।…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜନାଥ ସିଂହ

    ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଆସନ୍ତାକାଲି ସେ କୋରାପୁଟ ଜିଲ୍ଲା ଗସ୍ତ କରିବେ। ଗସ୍ତ ସମୟରେ ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL)ର ପ୍ରତିରକ୍ଷା ଉତ୍ପାଦନ ୟୁନିଟ୍ ପରିଦର୍ଶନ କରିବେ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ