ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି: ମୁଖ୍ୟମନ୍ତ୍ରୀ

ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଭବିଷ୍ୟତଙ୍କ ସହ ଛଳନା କରୁଥିଲେ ପୂର୍ବ ସରକାର। ପୂର୍ବ ସରକାରଙ୍କ ନିଯୁକ୍ତିରେ ସ୍ୱଚ୍ଛତା ନଥିଲା। ଦୁର୍ନୀତି ଭରି ରହିଥିଲା।ଦୁର୍ନୀତି ସରକାରଙ୍କ ନାକ ତଳେ ହେଉଥିଲେ ସୁଦ୍ଧା କାହିଁକି ଚୁପ୍ ରହୁଥିଲେ ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତା’ସହ ଅଯୋଗ୍ୟଙ୍କୁ। ଯୋଗ୍ୟ ବନାଇ ନିଯୁକ୍ତି ଦେଉଥିଲେ ପୂର୍ବ ସରକାର। ଦାୟିତ୍ୱରେ ଥିବା ଅଧିକାରୀ ପରୀକ୍ଷାପତ୍ର ପ୍ରଘଟ ରାକେଟରେ ସମ୍ପୃକ୍ତ ଥିଲେ। ଯାହାର ଉଦାହରଣ ୨୦୨୩ ମସିହାର JEE ପରୀକ୍ଷା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ପୂର୍ବ ସରକାର। ଆଉଟ୍‌ ସୋର୍ସରେ ରହି ଯାଇଥିଲେ। ଅନ୍ୟପଟେ ସ୍ୱଚ୍ଛତା ଓ ସାଧୁତା ଆମ ସରକାରର ଦାୟିତ୍ୱ। ପ୍ରତିଶ୍ରୁତି ପାଳନ କରିବୁ। ଆଗକୁ ଦେଢ଼ ଲକ୍ଷ ନିଯୁକ୍ତି ଦେବୁ। ଖାଲି ଥିବା ସମସ୍ତ ପଦବୀ ପୂରଣ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ