ଆଜି ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।

ଗତକାଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ବାତ୍ୟା ଦାନା ପରବର୍ତ୍ତୀ ସ୍ଥିତି ମୁକାବିଲା ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ। ପ୍ରଭାବିତ ଅଞ୍ଚଳରେ ଆଶ୍ରୟ ସ୍ଥଳୀରେ ଆଉ ୭ ଦିନ ରହିପାରିବେ ଲୋକେ। ପ୍ରଭାବିତ ଅଞ୍ଚଳରେ ଏବେ ପାଣି ଜମିଛି, ଘର ଭାଙ୍ଗିଛି, ତେଣୁ ଲୋକେ ଆଶ୍ରୟସ୍ଥଳୀରେ ରହିପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ଯୋଗୁ ରାଜ୍ୟରେ ୧ ଲକ୍ଷ ୭୫ ହଜାର ଏକର ଜମିରେ ଫସଲ ନଷ୍ଟ ହୋଇଛି। ସମ୍ପୂର୍ଣ୍ଣ ତଥ୍ୟ ମିଳିବା ପରେ କ୍ଷତିପୂରଣ ପ୍ରଦାନ ନିମନ୍ତେ ପଦକ୍ଷେପ ନିଆଯିବ।

Related Posts

ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

Continue reading
ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ