ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ୟ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ୟ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ। ଏହି ଅବସରରେ ସେ ବାତ୍ୟା ‘ଦାନା’ ପ୍ରଭାବରେ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ। ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ଭେଟଘାଟର କାର୍ୟ୍ୟକ୍ରମ ଥିବା ଜଣାପଡିଛି।

Related Posts

ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

Continue reading
ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ