DEO ARRESTED ଏସସିବି ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ

କଟକ: କଟକ ସ୍ଥିତ ଏସସିବି ମେଡିକାଲ କଲେଜରେ ଆର୍ଥିକ ହେରଫେର ଅଭିଯୋଗରେ ଡାଟା ଏଣ୍ଟ୍ରି ଅପରେଟର ଦିନେଶ ରାଉତ ଗିରଫ । ୧ କୋଟି ୪୦ ଲକ୍ଷ ଟଙ୍କାର ଆର୍ଥିକ ହେରଫେର ମାମଲାରେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୋଲିସ। ଏସସିବି ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଆର୍ଥିକ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା।

ମେଡିକାଲ କଲେଜର କର୍ମଚାରୀମାନଙ୍କ ଦରମା ସମ୍ପର୍କିତ ତଥ୍ୟ ଓ କାର୍ଯ୍ୟ ଡାଟା ଏଣ୍ଟ୍ରି ଅପରେଟରଙ୍କ ଜରିଆରେ ପରିଚାଳିତ ହେଉଥିଲା। ଅଡିଟ୍ ରିପୋର୍ଟରେ ଦରମା ସମ୍ପର୍କିତ ତଥ୍ୟରେ ହେରଫେର କରାଯାଇଥିବା ଏବଂ ଏହା ମାଧ୍ୟମରେ ବଡ଼ ଧରଣର ଆର୍ଥିକ ଅନିୟମିତତା ହୋଇଥିବା ଜଣାପଡ଼ିଥିଲା। ଏହା ପରେ ଏସସିବି ଅଧୀକ୍ଷକଙ୍କ ପକ୍ଷରୁ ମଙ୍ଗଳାବାଗ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଗିରଫ କରିଛି।

  • Related Posts

    SUBHADRA MONEY ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

    ନୟାଗଡ଼: ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆ ସୁଭଦ୍ରା ମଞ୍ଚରୁ ପଠାଇଲେ ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା ।ଆଜି ମିଳିଛି ସୁଭଦ୍ରାର…

    Continue reading
    POLICE MEETING ଶନିବାର ରାଜ୍ୟ ପୁଲିସର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ

    ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ସମେତ ପୁଲିସ ଡିଜି-ଆଇଜି ସମ୍ମିଳନୀ-୨୦୨୫ରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକର ଅଗ୍ରଗତିର ସମୀକ୍ଷା ପାଇଁ ଆସନ୍ତା ଶନିବାର(୨୯ତାରିଖ) ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ