ମାଛଧରା ଡଙ୍ଗାରୁ ୫ ଟନ୍ ଡ୍ରଗ୍ସ ଜବତ

ନୂଆଦିଲ୍ଲୀ: ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ।

ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ କରିଥିଲେ ତଟରକ୍ଷୀ ବାହିନୀ। ଏହି ସମୟରେ ଏକ ମାଛଧରା ଡଙ୍ଗାରୁ ଡ୍ରଗ୍ସ ମିଳିଥିଲା। ଏହାପରେ ସମ୍ପୂର୍ଣ୍ଣ ତଦନ୍ତ ହେବା ପରେ ଏଥିରୁ ପାଖାପାଖି ୫ ଟନର ଡ୍ରଗ୍ସ ମିଳିଛି।
ଏନେଇ ଜଣେ ପ୍ରତିରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ତଟରକ୍ଷୀ ବାହିନୀ ଦ୍ୱାରା ଜବତ ହୋଇଥିବା ଡ୍ରଗ୍ସ ରାକେଟର ଏହା ସବୁଠାରୁ ବଡ଼ ମାମଲା, ପୂର୍ବରୁ ତଟରକ୍ଷୀ ବାହିନୀଙ୍କ ପକ୍ଷରୁ ଏତେ ପରିମାଣର ଡ୍ରଗ୍ସ ଜବତ କରାଯାଇ ନ ଥିଲା ବୋଲି ଅଧିକାରୀ ଜଣକ କହିଛନ୍ତି।

  • Related Posts

    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading
    ସ୍ମିତ୍ ମଚ୍ଛାରଙ୍କ ସହ କଥା ହେଲେ ନେତନ୍ୟାହୁ

    ନୂଆଦିଲ୍ଲୀ:   ମୃତ୍ୟୁ ସହ ଲଢି ଫ୍ଲାଏଦୁବାଇ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ । ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ନେତନ୍ୟାହୁ । ଇସ୍ରାଏଲ, ଭାରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ