ଓଡିଶା ଆଦର୍ଶ ବିଦ୍ୟାଳୟରେ ଅଗ୍ନିକାଣ୍ଡ

ରାଇରଙ୍ଗପୁର: ମୟୂରଭଞ ଜିଲ୍ଲା ରାଇରଙ୍ଗପୁର ବ୍ଲକର ଗୋରୁମହିଷାଣୀ ନିକଟସ୍ଥ ସାନମୌଦା ଓଡିଶା ବିଦ୍ୟାଳୟଠାରେ ଶନିବାର ପୂର୍ବାହ୍ନ ୧୦ ଘଟିକାଠାରେ ହଠାତ୍ ନିଆଁ ଲାଗିଯିବାରୁ ସେଠାରେ ଥିବା ଲକ୍ଷାଧିକ ଟଙ୍କାର ବେଞ୍ଚ୍ ଓ ଡେସ୍କ୍ ଜଳିପୋଡ଼ି ନଷ୍ଟ ହୋଇଯାଇଛି । ବିଦ୍ୟାଳୟର ଅଧକ୍ଷ ପ୍ରତାପ ଚନ୍ଦ୍ର ବେହେରାଙ୍କ ଠାରୁ ପ୍ରକାଶ ଯେ ଅଗ୍ନିକାଣ୍ଡରେ ୫ ଲକ୍ଷରୁ ଅଧିକ ଟଙ୍କାରୁ ଅଧିକ ସମ୍ପତ୍ତି ନଷ୍ଟ ହୋଇଛି । ତେବେ ଅଳ୍ପକେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ବର୍ତ୍ତିଯାଇଛନ୍ତି । ତେବେ ନିଆଁ ଲାଗିବାର କାରଣ ଅଷ୍ପସ୍ଟ ରହିଛି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ