IAS RESHUFFLE ODISHA ଆଇଏଏସ୍ ସ୍ତରରେ ଅଦଳବଦଳ

ଓଡ଼ିଶା ସରକାର ମଙ୍ଗଳବାର ଆଇଏଏସ ସ୍ତରରେ ଏକ ଅଦଳବଦଳ କରିଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଥିବା ସଂଜୟ ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ବୀରେନ୍ଦ୍ର କୋରକୋରାଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଭାବେ ଯୁଗଳେଶ୍ୱରୀ ଦାଶଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ଗୃହ ବିଭାଗ ଅତିରିକ୍ତ ସଚିବ ଥିବା ଆରାଧନା ଦାସଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଅବକାରୀ ବିଭାଗ ଅତିରିକ୍ତ ସଚିବ ଅର୍ଚ୍ଚନା ଦାସ ପଟ୍ଟନାୟକଙ୍କୁ ‘ଆୟୁଷ’ର ନିର୍ଦ୍ଦେଶିକା ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଅଂଜନା ପଣ୍ଡାଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଓ ସୁନ୍ଦର ମାଧବ ପାଢୀଙ୍କୁ ଓଡ଼ିଶା ମାରିଟାଇମ୍ ବୋର୍ଡର ସିଓଓ ଭାବେ ନିଯୁକ୍ତି ଦିଆଯାଇଛି । ଶ୍ରୀ ପାଢୀ ଓଏସଆରଟିସିର ଜେନେରାଲ ମ୍ୟାନେଜର ଦାୟିତ୍ୱରେ ମଧ୍ୟ ରହିବେ ।

  • Related Posts

    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading
    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ