IPS ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ବର: IPS ସ୍ତରରେ ଅଦଳବଦଳ କରିଛନ୍ତି ରାୋଜ୍ୟ ସରକାର । ADG ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅଭିଯାନ ଦାୟିତ୍ବ । ଅଖିଳେଶ ସିଂହକୁ ସ୍ବତନ୍ତ୍ର ଗୁଇନ୍ଦା ଶାଖାକୁ ବଦଳି । କନୱର ବିଶାଲ ସିଂଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।1994 ବ୍ୟାଚର IPS ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅପରେସନର ADG ଭାବରେ ବଦଳି କରାଯାଇଛି । ସେ ସ୍ୱତନ୍ତ୍ର ଗୁଇନ୍ଦା ୱିଙ୍ଗ ଏବଂ ନକ୍ସଲ ବିରୋଧୀ ଅପରେସନର କାର୍ଯ୍ୟ ଦେଖାଶୁଣା କରିବେ ଏବଂ ସିଧାସଳଖ ଓଡିଶାର ପୋଲିସ ଡିଜି ଏବଂ ଆଇଜିଙ୍କୁ ରିପୋର୍ଟ କରିବେ । 2006 ବ୍ୟାଚର IPS ଅନୁପ କୁମାର ସାହୁ, IGP, ତାଲିମ, BPSPA ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ BPSPAର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ ।

ନୂଆପଡା, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି ଅଞ୍ଚଳରେ ନକ୍ସଲ ଗତିବିଧି ଏକ ପ୍ରମୁଖ ସମସ୍ୟା ରହିଛି । ତେଣୁ ପ୍ରଥମ ଥର ପାଇଁ ରାଜ୍ୟରେ ଆଣ୍ଟି ନକ୍ସଲ ଅପରେସନ ଏଡିଜି ଭାବେ IPS ସଞ୍ଜୀବ ପଣ୍ଡା ଏଭଳି ଏକ ପଦବୀରେ ଅବସ୍ଥାପିତ କରାଯାଇଛି । ଆଗକୁ ନକ୍ସଲ ଅପରେସନ ଜୋରଦାର ହେବ । ସରକାରଙ୍କ ଯେଉଁ ଆଭିମୁଖ୍ୟ ରହିଛି ନକ୍ସଲମୁକ୍ତ ଭାରତ ବା ଓଡ଼ିଶା ସେନେଇ ଏକ ନିର୍ଣ୍ଣାୟକ ଭୂମିକା ନିଭାଇବେ ।

  • Related Posts

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଭୁବନେଶ୍ବର : ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧…

    ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ

    ଭୁବନେଶ୍ଵର : ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ…

    Leave a Reply

    Your email address will not be published. Required fields are marked *

    You Missed

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ