IPS ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ବର: IPS ସ୍ତରରେ ଅଦଳବଦଳ କରିଛନ୍ତି ରାୋଜ୍ୟ ସରକାର । ADG ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅଭିଯାନ ଦାୟିତ୍ବ । ଅଖିଳେଶ ସିଂହକୁ ସ୍ବତନ୍ତ୍ର ଗୁଇନ୍ଦା ଶାଖାକୁ ବଦଳି । କନୱର ବିଶାଲ ସିଂଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।1994 ବ୍ୟାଚର IPS ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅପରେସନର ADG ଭାବରେ ବଦଳି କରାଯାଇଛି । ସେ ସ୍ୱତନ୍ତ୍ର ଗୁଇନ୍ଦା ୱିଙ୍ଗ ଏବଂ ନକ୍ସଲ ବିରୋଧୀ ଅପରେସନର କାର୍ଯ୍ୟ ଦେଖାଶୁଣା କରିବେ ଏବଂ ସିଧାସଳଖ ଓଡିଶାର ପୋଲିସ ଡିଜି ଏବଂ ଆଇଜିଙ୍କୁ ରିପୋର୍ଟ କରିବେ । 2006 ବ୍ୟାଚର IPS ଅନୁପ କୁମାର ସାହୁ, IGP, ତାଲିମ, BPSPA ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ BPSPAର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ ।

ନୂଆପଡା, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି ଅଞ୍ଚଳରେ ନକ୍ସଲ ଗତିବିଧି ଏକ ପ୍ରମୁଖ ସମସ୍ୟା ରହିଛି । ତେଣୁ ପ୍ରଥମ ଥର ପାଇଁ ରାଜ୍ୟରେ ଆଣ୍ଟି ନକ୍ସଲ ଅପରେସନ ଏଡିଜି ଭାବେ IPS ସଞ୍ଜୀବ ପଣ୍ଡା ଏଭଳି ଏକ ପଦବୀରେ ଅବସ୍ଥାପିତ କରାଯାଇଛି । ଆଗକୁ ନକ୍ସଲ ଅପରେସନ ଜୋରଦାର ହେବ । ସରକାରଙ୍କ ଯେଉଁ ଆଭିମୁଖ୍ୟ ରହିଛି ନକ୍ସଲମୁକ୍ତ ଭାରତ ବା ଓଡ଼ିଶା ସେନେଇ ଏକ ନିର୍ଣ୍ଣାୟକ ଭୂମିକା ନିଭାଇବେ ।

  • Related Posts

    ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀ ମାନଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ବୃକ୍ଷରୋପଣ କାର୍ୟ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରିପାରିବ। ତେବେ ଯାଇ ଲୋକମାନେ ଏସବୁ ବୃକ୍ଷର ଉପଯୁକ୍ତ ଯତ୍ନ ନେବେ। ସେହିଭଳି ପଥପାର୍ଶ୍ୱ ବୃକ୍ଷରୋପଣ…

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ନୂଆଦିଲ୍ଲୀ: ଗଣ ଯୋଗାଯୋଗ କ୍ଷେତ୍ରରେ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ସୁଦୃଢ଼ କରିବା, ପ୍ରେସ୍ ସେବା ପୋର୍ଟାଲ୍ ଏବଂ ଇଣ୍ଡିଆ ସିନେ ହବ୍ର ପୂର୍ଣ୍ଣାଙ୍ଗ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ତଥା ଚଳଚ୍ଚିତ୍ର ଭିତ୍ତିଭୂମି ବିକାଶ ଓ ବିଭିନ୍ନ କ୍ଷେତ୍ରରେ ଭାରତର ସୃଜନଶୀଳ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହିତ…

    Leave a Reply

    Your email address will not be published. Required fields are marked *

    You Missed

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

    ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍