IPS ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ବର: IPS ସ୍ତରରେ ଅଦଳବଦଳ କରିଛନ୍ତି ରାୋଜ୍ୟ ସରକାର । ADG ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅଭିଯାନ ଦାୟିତ୍ବ । ଅଖିଳେଶ ସିଂହକୁ ସ୍ବତନ୍ତ୍ର ଗୁଇନ୍ଦା ଶାଖାକୁ ବଦଳି । କନୱର ବିଶାଲ ସିଂଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।1994 ବ୍ୟାଚର IPS ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅପରେସନର ADG ଭାବରେ ବଦଳି କରାଯାଇଛି । ସେ ସ୍ୱତନ୍ତ୍ର ଗୁଇନ୍ଦା ୱିଙ୍ଗ ଏବଂ ନକ୍ସଲ ବିରୋଧୀ ଅପରେସନର କାର୍ଯ୍ୟ ଦେଖାଶୁଣା କରିବେ ଏବଂ ସିଧାସଳଖ ଓଡିଶାର ପୋଲିସ ଡିଜି ଏବଂ ଆଇଜିଙ୍କୁ ରିପୋର୍ଟ କରିବେ । 2006 ବ୍ୟାଚର IPS ଅନୁପ କୁମାର ସାହୁ, IGP, ତାଲିମ, BPSPA ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ BPSPAର ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ ।

ନୂଆପଡା, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି ଅଞ୍ଚଳରେ ନକ୍ସଲ ଗତିବିଧି ଏକ ପ୍ରମୁଖ ସମସ୍ୟା ରହିଛି । ତେଣୁ ପ୍ରଥମ ଥର ପାଇଁ ରାଜ୍ୟରେ ଆଣ୍ଟି ନକ୍ସଲ ଅପରେସନ ଏଡିଜି ଭାବେ IPS ସଞ୍ଜୀବ ପଣ୍ଡା ଏଭଳି ଏକ ପଦବୀରେ ଅବସ୍ଥାପିତ କରାଯାଇଛି । ଆଗକୁ ନକ୍ସଲ ଅପରେସନ ଜୋରଦାର ହେବ । ସରକାରଙ୍କ ଯେଉଁ ଆଭିମୁଖ୍ୟ ରହିଛି ନକ୍ସଲମୁକ୍ତ ଭାରତ ବା ଓଡ଼ିଶା ସେନେଇ ଏକ ନିର୍ଣ୍ଣାୟକ ଭୂମିକା ନିଭାଇବେ ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ