ଆକର୍ଷଣୀୟ ହେବ ମହାକୁମ୍ଭ ୨୦୨୫, ପ୍ରସ୍ତୁତି ଜୋରଦାର

ମହାକୁମ୍ଭ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଉତ୍ତରପ୍ରଦେଶ ମନ୍ତ୍ରୀ ତଥା ବିଜେପି ନେତା ଦୟାଶଙ୍କର ସିଂହ ଗୁରୁବାର କହିଛନ୍ତି ଯେ ପ୍ରୟାଗରାଜରେ ମହାକୁମ୍ଭ ୨୦୨୫ ପାଇଁ କର୍ତ୍ତୃପକ୍ଷ ୭ ହଜାର ନୂତନ ଇଲେକ୍ଟ୍ରିକ୍ ଏବଂ ସିଏନଜି ଚାଳିତ ବସର ବ୍ୟବସ୍ଥା କରିଛନ୍ତି ଏବଂ ୧.୫ ଲକ୍ଷ ଶୌଚାଳୟ ନିର୍ମାଣ କରାଯାଇଛି। ଏହା ବ୍ୟତୀତ ସଙ୍ଗମ ଅଞ୍ଚଳରୁ ପୁରୁଣା ଓ ଜରାଜୀର୍ଣ୍ଣ ଡଙ୍ଗାଗୁଡ଼ିକୁ ହଟାଇ ନୂତନ ଭାବେ ନିର୍ମିତ ଭାସୁଥିବା ଜେଟିରେ ପରିଣତ କରାଯାଉଛି। ଡିଜେଲ ବସ୍ ଗୁଡ଼ିକୁ ମହାକୁଂଭ ପରିସରରେ ପ୍ରବେଶ କରିବାକୁ ବାରଣ କରାଯିବ। ଏହି ମେଳା ପାଇଁ ପ୍ରବାସୀ ଭାରତୀୟଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି। ଏହାଛଡା ସଙ୍ଗମରେ ମହିଳା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ୧୨ଟି ସ୍ବତନ୍ତ୍ର ୟୁନିଟ୍ ପ୍ରତିଷ୍ଠା କରାଯାଉଛି। ପ୍ରତ୍ୟେକ ୟୁନିଟର ଲମ୍ବ ୨୫ ମିଟର ଓ ପ୍ରସ୍ଥ ୬ ମିଟର ହେବ ଏବଂ ରୀତିନୀତି ଓ ସ୍ନାନ ପରେ ସୁବିଧା ସୁନିଶ୍ଚିତ କରିବା ପାଇଁ ଚେଞ୍ଜିଂ ରୁମ୍ ବ୍ୟବସ୍ଥା କରାଯିବ।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ