ଜାନୁଆରୀ ପହିଲାରୁ ନୂଆ ବିମାନସେବା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଓ ଝାରସୁଗଡ଼ା ବିମାନ ବନ୍ଦରରୁ ନୂଆ ବିମାନ ସେବା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି ଯେ, ୧ ଜାନୁ୍‌ଆରୀ ୨୦୨୫ରୁ ଝାରସୁଗୁଡ଼ାରୁ ହାଇଦ୍ରାବାଦ୍‌, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ନୂଆ ବିମାନସେବା ଆରମ୍ଭ ହୋଇଥିଲାବେଳେ ୩ ଜାନୁ୍‌ଆରୀ ୨୦୨୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି। ଏହାଦ୍ୱାରା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଶ୍ରୀ ମାଝୀ ଦୃଢ଼ତାର ସହ ପ୍ରକାଶ କରିଛନ୍ତି।(ଜିତେନ୍ଦ୍ର)

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ