୧୦ ବର୍ଷରେ ମଲେଣି ୮୫୭ ହାତୀ

୧୦ ବର୍ଷ ମଲେଣି ୮୫୭ ହାତୀ। ସେଥି ମଧ୍ୟରୁ ୩୦୫ ହାତୀ ରୋଗର ଶିକାର ହୋଇ ମୃତ୍ୟୁ ବରଣ କରିଥିବା ବେଳେ ୧୪୯ ହାତୀ ବିଦ୍ୟୁତ ଆଘାତ ମୃତ୍ୟୁବରଣ କରିଛନ୍ତି। ପ୍ରାକୃତିକ କାରଣରୁ ୨୨୯ ହାତୀ ମୃତ୍ୟୁବରଣ କରିଛନ୍ତି। ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ବିଜେପି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଶ୍ନରେ ଶ୍ରୀ ସିଂଖୁଣ୍ଟିଆ କହିଛନ୍ତି, ୧୦ ବର୍ଷରେ ୩୦ଟି ଶିକାର ହୋଇଛନ୍ତି। ରେଳ ଦୁର୍ଘଟଣାରେ ୨୯ଟି, ପ୍ରତିହିଂଶା ପରାୟଣ ଦ୍ୱାରା ୧୬ ହାତୀ ମୃତ୍ୟୁବରଣ କରିଛନ୍ତି। ୨୦୨୪ ନମଭେମ୍ବ ସୁଦ୍ଧା ରାଜ୍ୟରେ ହାତୀ ସଂଖ୍ୟା ୨୧୦୩ ରହିଛି। ୨୦୧୫ ମସିହାରେ ଥିଲେ ୧୯୫୪ ହାତୀ। ୨୦୧୭ ମସିହାରେ ସଂଖ୍ୟା ବଢି ୧୯୭୬ ପହଁଚିଥିଲା। ଆଉ ୨୦୨୪ ରେ ସଂଖ୍ୟା ବଢି ୨୦୯୮ରେ ପହଞ୍ଚିଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ