ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସକୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ