ornament loot କୋଟିଏ ଟଙ୍କାର ଗହଣା ଲୁଟ୍ ଅଭିଯୋଗ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ସିନ୍ଧକେଲା ଥାନାଠାରୁ ମାତ୍ର ପ୍ରାୟ ୧୦୦ ମିଟର ଦୂରରେ ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସଶସ୍ତ୍ର ଡକାୟତି ଘଟିଛି। ସୁନା ବ୍ୟବସାୟୀ ଫୁଲଚନ୍ଦ ଜୈନଙ୍କ ଘରେ ଦୁର୍ବୃତ୍ତମାନେ ପଶି ମାରଣାସ୍ତ୍ର ଦେଖାଇ ପରିବାର ସଦସ୍ୟଙ୍କୁ ଭୟଭୀତ କରିବା ସହ ପ୍ରାୟ କୋଟିଏ ଟଙ୍କା ମୂଲ୍ୟର ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ଘଟଣା ସମୟରେ ଘରେ ଫୁଲଚନ୍ଦଙ୍କ ବୃଦ୍ଧ ବାପା, ମାଆ ଓ ଭଉଣୀ ଉପସ୍ଥିତ ଥିଲେ। ପୁଅ ଓ ବୋହୂ ଘରେ ନଥିବା ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ ପ୍ରବେଶ କରିଥିଲେ। ମାରଣାସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିବା ସହ ଏକପ୍ରକାର ବନ୍ଧକ ରଖି ଘରେ ଥିବା ସୁନା ଗହଣା ନେଇ ଫେରାର ହୋଇଥିବା ଜଣାପଡ଼ିଛି। ଘଟଣା ପରେ ଅଞ୍ଚଳରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ବିଶେଷକରି ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ଏଭଳି ଘଟଣା ଘଟିବା ପୁଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ