osstet exam ୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ ୩୦ ତାରିଖ ମଧ୍ୟରାତ୍ରି ଯାଏ ବଢ଼ାଇ ଦିଆଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜର ନାମ ପଞ୍ଜୀକରଣ କରିପାରିବେ। ଆସନ୍ତା ସେପ୍ଟେମ୍ବର ୩୦ରେ ଏହାର ପେପର-୧ ଓ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ଯାଏ ଗୋଟିଏ ସିଟିଂରେ ଏହି ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ପୂର୍ବରୁ ସୂଚିତ କରାଯାଇଛି।

  • Related Posts

    husband and wife dead ସନ୍ତାନ ପାଇଁ ଗୁଣିଆ ଠାରୁ ଔଷଧ ଖାଇବା ହେଲା କାଳ, ଦମ୍ପତି ମୃତ

    ଫିରିଙ୍ଗିଆ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ସନ୍ତାନ ପାଇଁ ଜଣେ ଗୁଣିଆ ପାଖରୁ ଔଷଧ ଖାଇ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସୋମବାର ରାତିରେ ସ୍ତ୍ରୀ ର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀର ମଙ୍ଗଳବାର ମୃତ୍ୟୁ ଘଟିଛି। ଏଭଳି…

    Continue reading
    ADC of governor ଅନୁଗୁ ଶିବା ମାରୁତି ରେଡ୍ଡୀ ରାଜ୍ୟପାଳଙ୍କ ଏଡିସି

    ଭୁବନେଶ୍ୱର: ଆଇପିଏସ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ମଙ୍ଗଳବାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ଯୋଗ ଦେଇଛନ୍ତି। ଲୋକ ଭବନରେ ଏକ ଔପଚାରିକ ସମାରୋହରେ ଶ୍ରୀ ରେଡ୍ଡୀଙ୍କୁ ନୂତନ ଦାୟିତ୍ୱରେ ରାଜ୍ୟପାଳ ସ୍ୱାଗତ କରିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ