Latest Story
ଡ୍ରାଇଭରଙ୍କ ଆନ୍ଦୋଳନ:ଡ୍ରାଇଭରଙ୍କ ଗାଡ଼ି ସିଜ୍ ହେବ- ଡିସିପିରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି, ଆମ ବସ୍ ଭାଙ୍ଗିଲେ ଡ୍ରାଇଭରରଣକ୍ଷେତ୍ର ପାଲଟିଲା ମାଷ୍ଟର କ୍ୟାଣ୍ଟିନ ଛକ : ପୋଲିସ ଉପରକୁ ପଥର ମାଡଭୁବନେଶ୍ୱରରେ ଡ୍ରାଇଭରମାନଙ୍କ ସହିତ ପୁଲିସର ଧସ୍ତାଧସ୍ତିଅଦାଲତ ଅବମାନନା ମାମଲା: ତିନି ଦିନ ଭିତରେ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶଭଦ୍ରକ ଜିଲ୍ଲାପାଳ ଓ ଏସପିଏଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ‘ଅମସାଥି ଚାଟ୍‌ବଟ୍‌ ଆପ୍‌’ର ଶୁଭାରମ୍ଭହୀରାକୁଦ: ୧୭ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ବନ୍ୟାଳଳ ନିଷ୍କାସନଅନଲାଇନ୍ ଟାକ୍ସି ଚାଳକଙ୍କ ଆନ୍ଦୋଳନରେ ଅଚଳ ହେଲା ରାଜଧାନୀଭଦ୍ରକ ଜିଲ୍ଲା: ଆଜି ବନ୍ଦ ରହିବ ୬ଟି ବ୍ଳକ୍‌ର ୨୯୭ଟି ସ୍କୁଲ

Today Update

ଆଦିବାସୀ ବହୁଳ ଓଡ଼ିଶା ରାଜ୍ୟରେ ପେଶା ଆଇନ ଲାଗୁ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ : ଡ. ଭୁରିଆ

ଭୁବନେଶ୍ୱର: ଆଦିବାସୀ ବହୁଳ ଓଡ଼ିଶା ରାଜ୍ୟରେ ପେଶା ଆଇନ ଲାଗୁ ହୋଇ ନଥିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଅଖିଳ ଭାରତ ଆଦିବାସୀ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ. ବିକ୍ରାନ୍ତ ଭୁରିଆ କହିଛନ୍ତି । ଏହି…

Continue reading
ଚର୍ଚ୍ଚାରେ ଅପରାଜିତା-ଜଗା ସମୀକରଣ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଓଡ଼ିଶାର ପ୍ରଥମ ସ୍କାଏୱାକ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ପରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ରସୁଲଗଡ଼–ପଳାଶୁଣି ମଧ୍ୟରେ ପ୍ରାୟ ୧୮.୪୨ କୋଟି ଟଙ୍କା ବ୍ୟୟରେ ସ୍କାଏୱାକ୍ ସହ ୩ଟି ଫୁଟ୍ ଓଭରବ୍ରିଜ୍ ନିର୍ମାଣ କାର୍ଯ୍ୟର…

Continue reading
ଅଦିନିଆ ରଥଯାତ୍ରା ବିବାଦ : ପୁନର୍ବିଚାର ଆବେଦନ ଖାରଜ କଲା ଇସ୍କନ

ଭୁବନେଶ୍ୱର:ବିଦେଶରେ ଆୟୋଜିତ ଅଦିନିଆ ରଥଯାତ୍ରାକୁ ନେଇ ଚାଲିଥିବା ବିବାଦ ଏବେ ନୂଆ ମୋଡ଼ ନେଇଛି । ପୁନର୍ବିଚାର ପାଇଁ କରାଯାଇଥିବା ଆବେଦନକୁ ଇସ୍କନ ପକ୍ଷରୁ ଖାରଜ କରାଯାଇଥିବା ସୂଚନା ମିଳିଛି । ଏନେଇ ଗଜପତି ମହାରାଜା ସୂଚନା ଦେଇଛନ୍ତି । ଇସ୍କନ…

Continue reading
ଭୁବନେଶ୍ବର କୋର୍ଟରେ ବୋମା ଆତଙ୍କ

ଭୁବନେଶ୍ବର : ଭୁବନେଶ୍ବର କୋର୍ଟରେ ବୋମା ଆତଙ୍କ । କୋର୍ଟ ପରିସରରେ ଭୟର ବାତାବରଣ । ଏହା ମଧ୍ୟରେ କୋର୍ଟରେ ବୋମା ନିଷ୍କ୍ରିୟକାରୀ ଟିମ୍‌ର ଛାନ୍‌ଭିନ୍‌ । କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଯାଞ୍ଚ । ତେବେ ବୋମା ଧମକ ମିଳିବା…

Continue reading
ପଟିଆରୁ କିଟ୍ ରାସ୍ତା ପାର୍ଶ୍ଵରେ ବେଆଇନ ଦୋକାନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର ପଟିଆରୁ କିଟ୍ ରାସ୍ତା ପାର୍ଶ୍ଵରେ ଥିବା ବେଆଇନ ଦୋକାନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ସରକାରୀ ଜମିରେ ଜବରଦଖଲ କରି ଗଢ଼ି ଉଠିଥିବା ଦୋକନ ଓ ଘର ଉଛେଦ ଆରମ୍ଭ କଲା ସେଣ୍ଟ୍ରାଲ ଏନଫୋର୍ସମେଣ୍ଟ ମ୍ୟାନେଜିଂ କମିଟି। ଦୀର୍ଘଦିନ…

Continue reading
ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ ’ ବ୍ୟବସ୍ଥାର ଶୁଭାରମ୍ଭ

କଟକ :-ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ…

Continue reading
ବଡବାରବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ ମହୋତ୍ସବ

-ବନ ବଞ୍ଚିଲେ ଜୀବନ ବଞ୍ଚିବ ରାଇକିଆ:କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଡବାରବା ଠାରେ ବନ ବିଭାଗ ଏବଂ ବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ…

Continue reading
ଇଂଲଣ୍ଡଠାରୁ ୧୨୫ ରନରେ ହାରିଲା ଟିମ୍ ଇଣ୍ଡିଆ

ନଟିଂହାମ: ଲଜ୍ଜାଜନକ, ଶୋଚନୀୟ । କିଛି ମାସ ପୂର୍ବରୁ ଟି-ଟ୍ବେଣ୍ଟି ବିଶ୍ବକପ୍ ଚାମ୍ପିୟନ ହୋଇଥିବା ଭାରତର ଦୟନୀୟ ପ୍ରଦର୍ଶନ । ପ୍ରଥମେ ଆୟର୍ଲାଣ୍ଡଠାରୁ ୦-୨ରେ ସିରିଜ୍ ହାରିବା ପରେ ଏବେ ଇଂଲଣ୍ଡ ବିପକ୍ଷରେ ସବୁଠାରୁ ବଡ଼ ପରାଜୟ । ଅନ୍ତର୍ଜାତୀୟ ଟି-ଟ୍ବେଣ୍ଟିରେ…

Continue reading
ସୁରତ ଚାଲାଣ ବେଳେ ୪ ନାବାଳକ ଉଦ୍ଧାର

ଗଞ୍ଜାମ :ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ। ଗତକାଲି ରାତିରେ ଛତ୍ରପୁର ରେଳ ଷ୍ଟେସନରୁ ସୁରତ ଚାଲାଣ ବେଳେ ୪ ଜଣ ନାବାଳକଙ୍କୁ ଉଦ୍ଧାର କରିଛି ପ୍ରଶାସନ। ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ଶ୍ରମ ବିଭାଗ ଏବଂ ପୋଲିସର ମିଳିତ…

Continue reading
ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ସୁନ୍ଦରଗଡ଼: ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା କୋଇଡା ରେଞ୍ଜର ଡିମ୍ବାଟୋଲାରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ପଡ଼ୋଶୀ ଘରୁ ସକାଳେ ନିଜ ଘରକୁ ଫେରୁଥିବା ବେଳେ ହାତୀଟି ବୃଦ୍ଧଙ୍କୁ ଟେକି କଚାଡ଼ି ଦେଇଥିବା ସୂଚନା…

Continue reading