Today Update

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ରଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁଅଭିନନ୍ଦନ ଜଣାଇଛନ୍ତି ।…

Continue reading
ରାଜ୍ୟରେ ପୁଣି ବଢ଼ିପାରେ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ବର୍ଷା ହେବ । ୯ରୁ ୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା…

Continue reading
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ସୁବ୍ରତ ସାମଲ

ଚୌଦ୍ୱାର : ପୁଣି ଚର୍ଚ୍ଚାକୁ ଆସିଲା କଟକ-ଚୌଦ୍ବାର ରାଜନୀତି । ବିଜେଡି ଛାଡ଼ିଲେ ଚୌଦ୍ଵାର ପୌରପାଳିକା ୧୨ନମ୍ୱର ୱାର୍ଡର ପ୍ରଭାବଶାଳୀ କାଉନସିଲର ସୁବ୍ରତ ସାମଲ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ବିଧାୟକ ପ୍ରଭାତ…

Continue reading
ବନ ବଞ୍ଚିଲେ ଜୀବନ ବଞ୍ଚିବ: ବଡବାରବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନ ମହୋତ୍ସବ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଡବାରବା ଠାରେ ବନ ବିଭାଗ ଏବଂ ବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଚନ୍ଦ୍ରିକା ନାୟକଙ୍କ…

Continue reading
ପୁନରୁଦ୍ଧାର ଅଭାବ: ପୋତି ହେବାକୁ ବସିଲାଣି ଗୋହିରା ମଧ୍ୟମ ଜଳସେଚନ ପ୍ରକଳ୍ପ

ଦେବଗଡ଼: ପୁନରୁଦ୍ଧାର ଅଭାବରୁ ଧୀରେ ଧୀରେ ପୋତିହେବାକୁ ବସିଲାଣି ଗୋହିରା ମଧ୍ୟମ ଜଳସେଚନ ପ୍ରକଳ୍ପ। ପ୍ରକଳ୍ପର ପଙ୍କ ଉଦ୍ଧାର କରାଯାଉ ନଥିବା ଯୋଗୁଁ ଜଳସ୍ତର କମିଯାଉଛି। ଏଭଳି ସ୍ଥିତିରେ ପଙ୍କ ଉଦ୍ଧାର କରାଗଲେ ଏହାର ଜଳସ୍ତର ବୃଦ୍ଧି ପାଇବ ବୋଲି ସାଧାରଣରେ…

Continue reading
କେମ୍ପର ଧକ୍କାରେ ବାଇକ ଆରୋହୀ ମୃତ

ଦେବଗଡ:ବାରକୋଟ ଥାନାଚଂଳର ରାଜ୍ୟ ରାଜପଥ ୧୦ର ଇନ୍ଦ୍ରାଣୀଝରଣ ଗ୍ରାମ ନିକଟରେ କେମ୍ପର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ‌ହେଲେ ବାରକୋଟ ଥାନାଚଂଳର ଡଅଁରା ଗ୍ରାମର ଜିତେନ ଦାସ( ୪୭)। ସୂଚନା ଅନୁଯାୟୀ,ଜିତେନ ନିଜ ବାଇକ( ଓଡି ୩୫…

Continue reading
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ୍‌ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉପରାଷ୍ଟ୍ରପତି କେନ୍ଦ୍ର ମତ୍ସ୍ୟପାଳନ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରାଳୟ ପକ୍ଷରୁ ସ୍ଥାନୀୟ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗଦେଇ ଗଭୀର…

Continue reading
ରଥଯାତ୍ରାରେ ଅଧାକୁ କମିବ କର୍ଡନ୍ ପାସ୍

ପୁରୀ:ଚଳିତ ବର୍ଷର ଶ୍ରୀଜଗନ୍ନାଥ ରଥଯାତ୍ରାକୁ ଅଧିକ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରଥର ଇନର୍ କର୍ଡନ୍ ଅଞ୍ଚଳ ପାଇଁ ଜାରି ହେଉଥିବା ଭିଆଇପି ଓ ଭିଭିଆଇପି କର୍ଡନ୍ ପାସ୍ ସଂଖ୍ୟାକୁ ଏଥର ପୂର୍ବବର୍ଷ…

Continue reading
ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା

କଲକାତା:ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଟିଏମସି ରାଲିକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏବେ ଆଉ ଏକ ଘଟଣା ଚର୍ଚ୍ଚାରେ ରହିଛି। ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଦଳୀୟ କର୍ମୀଙ୍କୁ ସର୍ବସମ୍ମୁଖରେ ଚାପୁଡ଼ା ମାରୁଥିବା ଏକ ଭିଡିଓ…

Continue reading
ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର : ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ଜଳ ନିଷ୍କାସିତ ହୋଇଛି। ସକାଳ ୧୧ଟା ପରେ ପାରମ୍ପରିକ ପୂଜାର୍ଚ୍ଚନା ପରେ ଗେଟ୍‌ ଖୋଲିଛି | ପରମ୍ପରା ଅନୁସାରେ ପ୍ରଥମେ ହୀରାକୁଦ ପଟୁ ୭ ନମ୍ବର, ପରେ ଆବଶ୍ୟକତା ଅନୁସାରେ ଅନ୍ୟ…

Continue reading