Today Update

ଏଣିକି ପିଏମ୍-ଆବାସ ସହ ଯୋଡ଼ିବ ପିଏମ୍‌ ସୂର୍ଯ୍ୟଘର

ଭୁବନେଶ୍ୱର: ରାଜ୍ୟରେ ଶକ୍ତିକ୍ଷେତ୍ର ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାର ପ୍ରଦତ୍ତ ଘର ସହ ପ୍ରଧାମନ୍ତ୍ରୀ ସୂର୍ଯ୍ୟଘର ଯୋଜନାକୁ ସମନ୍ବିତ କରାଯିବ। ଏହାଦ୍ବାରା ଘରର ବିଦ୍ୟୁତ୍‌ ବ୍ୟବହାର ଉପରେ ନିର୍ଭରତା ହ୍ରାସ ପାଇବ।…

Continue reading
ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍, ଯୁବକ ଅଟକ

ପୁରୀ: ରଥଯାତ୍ରା ପାଇଁ ଆଉ ମାତ୍ର ୬ ଦିନ ବାକି। ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏ ସବୁ ସତ୍ତ୍ୱେ ଆଜି ପୁଣି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡିଛି। ଆଜି ଭୋର ସମୟରେ ଶ୍ରୀମନ୍ଦିରର ନୀଳଚକ୍ର ଉପରେ ଏକ…

Continue reading
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ: ମାର୍ଚ୍ଚ ସୁଦ୍ଧା ଜମି ଯୋଗାଇଦେବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…

Continue reading
ପଥର ବୋଝେଇ ଟ୍ରକ୍‌ ଉପରେ ଗୁଳିମାଡ଼

କୁତ୍ରା: ସୁନ୍ଦରଗଡ଼ଜିଲ୍ଲା କୁତ୍ରା ଥାନା ଅଞ୍ଚଳରେ ପୁଣି ଅପରାଧୀଙ୍କ ଦୌରାତ୍ୟ ଦେଖିବାକୁ ମିଳିଛି। କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡା ଜଙ୍ଗଲ ନିକଟରେ ପଥର (ଚିପ୍ସ) ବୋଝେଇ ଏକ ଟ୍ରକ ଉପରକୁ ଦୁର୍ବୁତ୍ତମାନେ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଡ୍ରାଇଭର ଅଳ୍ପକେ…

Continue reading
ନିର୍ମାଣ ବିଭାଗର ଅସଂପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରାନିତ କରିବାପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଜମି ଅଧିଗ୍ରହଣ, ଜଙ୍ଗଲଜମି ଅନୁମୋଦନ ଏବଂ ବିନିଯୋଗ ପ୍ରଦାନ ସମସ୍ୟାର ସମାଧାନଗୁଡ଼ିକ ଉପରେ ମୁଖ୍ୟଯନ୍ତ୍ରୀ ଏବଂ ଅଧିକ୍ଷଣ ଯନ୍ତ୍ରୀମାନେ ଗୁରୁତ୍ବ ପ୍ରଦାନ କରିବାକୁ ଆଇନ, ପୂର୍ତ୍ତ…

Continue reading
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦୁଇ ଦିନିଆ କୋଲକାତା ଗସ୍ତ କରିଛନ୍ତି । କୋଲକାତାସ୍ଥିତ ଖାଦ୍ୟ ଭବନରେ ପଶ୍ଚିମବଙ୍ଗ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଶ୍ରୀ ଅଶୋକ କୀର୍ତ୍ତନିଆଙ୍କ ସହ ସହ…

Continue reading
କଳାପତାକା ପ୍ରଦର୍ଶନ ପାଇଁ 307 ଧାରା ଲଗାଯିବା ସମ୍ପୂର୍ଣ ଅଗଣତାନ୍ତ୍ରିକ ଏବଂ ଅସମ୍ବିଧାନିକ : କଂଗ୍ରେସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ଅବସରରେ ଯୁବ କଂଗ୍ରେସ ନେତା ଅବିନାଶ ମିଶ୍ରଙ୍କୁ ଗିରଫ କରି ଜବରଦସ୍ତ ଗମ୍ଭୀର ଦଫା ଲଗାଇ କୋର୍ଟ ଚାଲାଣ କରିବାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଆଜିର ସାମ୍ବାଦିକ…

Continue reading
ଆଦିବାସୀ ବହୁଳ ଓଡ଼ିଶା ରାଜ୍ୟରେ ପେଶା ଆଇନ ଲାଗୁ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ : ଡ. ଭୁରିଆ

ଭୁବନେଶ୍ୱର: ଆଦିବାସୀ ବହୁଳ ଓଡ଼ିଶା ରାଜ୍ୟରେ ପେଶା ଆଇନ ଲାଗୁ ହୋଇ ନଥିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଅଖିଳ ଭାରତ ଆଦିବାସୀ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ. ବିକ୍ରାନ୍ତ ଭୁରିଆ କହିଛନ୍ତି । ଏହି…

Continue reading
ଚର୍ଚ୍ଚାରେ ଅପରାଜିତା-ଜଗା ସମୀକରଣ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଓଡ଼ିଶାର ପ୍ରଥମ ସ୍କାଏୱାକ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ପରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ରସୁଲଗଡ଼–ପଳାଶୁଣି ମଧ୍ୟରେ ପ୍ରାୟ ୧୮.୪୨ କୋଟି ଟଙ୍କା ବ୍ୟୟରେ ସ୍କାଏୱାକ୍ ସହ ୩ଟି ଫୁଟ୍ ଓଭରବ୍ରିଜ୍ ନିର୍ମାଣ କାର୍ଯ୍ୟର…

Continue reading
ଅଦିନିଆ ରଥଯାତ୍ରା ବିବାଦ : ପୁନର୍ବିଚାର ଆବେଦନ ଖାରଜ କଲା ଇସ୍କନ

ଭୁବନେଶ୍ୱର:ବିଦେଶରେ ଆୟୋଜିତ ଅଦିନିଆ ରଥଯାତ୍ରାକୁ ନେଇ ଚାଲିଥିବା ବିବାଦ ଏବେ ନୂଆ ମୋଡ଼ ନେଇଛି । ପୁନର୍ବିଚାର ପାଇଁ କରାଯାଇଥିବା ଆବେଦନକୁ ଇସ୍କନ ପକ୍ଷରୁ ଖାରଜ କରାଯାଇଥିବା ସୂଚନା ମିଳିଛି । ଏନେଇ ଗଜପତି ମହାରାଜା ସୂଚନା ଦେଇଛନ୍ତି । ଇସ୍କନ…

Continue reading