Today Update

ରଥଯାତ୍ରା ପୂର୍ବରୁ ଶେଷ ହେବ ପୁରୀ ରେଳ ଷ୍ଟେସନ କାମ

ପୁରୀ: ରଥଯାତ୍ରା ପୂର୍ବରୁ ଶେଷ ହେବ ପୁରୀ ରେଳ ଷ୍ଟେସନର ସମସ୍ତ କାମ। ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ହୋଇ ରଥଯାତ୍ରା ସମୟରେ ନୂଆ ରେଳ ଷ୍ଟେସନରେ ଏଥର ପର୍ୟ୍ୟଟକଙ୍କୁ ମିଳିବ ନୂଆ ଅନୁଭୂତି। ଏଥିପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଜୋରସୋରରେ କାମ…

Continue reading
‘ଇଣ୍ଡିଆ ସ୍କିଲ୍ସ’ ଜାତୀୟ ପ୍ରତିଯୋଗିତାରେ ‘ଟିମ୍ ଓଡ଼ିଶା’ର ଶ୍ରେଷ୍ଠ ପ୍ରଦର୍ଶନ , ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ ପଦକ ଜିତିଲା

ଭୁବନେଶ୍ଵର : ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର…

Continue reading
ଜଳିଗଲା ୪ ପରିବାରର ୫ ବଖରା

ଗଞ୍ଜାମ: ଚାହୁଁ ଚାହୁଁ ଜଳିଗଲା ଘର। ଗଞ୍ଜାମ ସୋରଡ଼ା ଥାନା ନାରାୟଣପୁର ଗାଁରେ ବିଳମ୍ବିତ ରାତିରେ ଜଳିଗଲା ୪ ପରିବାରର ୫ ବଖରା ଘର। ସୂଚନା ଅନୁସାରେ, ଗତକାଲି ବିଳମ୍ୱିତ ରାତିରେ କାମସାରି ପରିବାର ଲୋକେ ଶୋଇଥିବା ବେଳେ ହଠାତ୍ ନିଆଁ…

Continue reading
ନାବାଳିକା ମୃତ୍ୟୁ; ବାପା-ପୁଅ ଅଟକ

ରାଜନଗର: କେନ୍ଦ୍ରାପଡ଼ା ରାଜନଗର ବଡ଼କୋହ୍ଲା ଗାଁରେ ୭ ବର୍ଷର ନାବାଳିକାଙ୍କ ମୃତଦେହ ଉଦ୍ଧାର ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ରାଜନଗର ପୋଲିସ। ଗତକାଲି ବିଳମ୍ବିତ ରାତିରେ ବେଣୁ ଚରଣ ଦାସ ଓ ତାଙ୍କ ପୁଅକୁ ପ୍ରଶାନ୍ତ ଦାସକୁ ପୋଲିସ ଉଠାଇ…

Continue reading
ଆଜି ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ରେ ୭ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିବାକୁ ରହିଛି।…

Continue reading
ଆଫଗାନିସ୍ତାନ ଭୂମିକମ୍ପ: ୮ମୃତ

ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ପାକିସ୍ତାନ ପାଣିପାଗ ବିଭାଗ (ପିଏମଡି) ରିପୋର୍ଟ କରିଛି ଯେ, ଦେଶର ବିଭିନ୍ନ ସ୍ଥାନରେ ୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ର ଭୂପୃଷ୍ଠରୁ ୧୯୦…

Continue reading
ପୁରୀ ଜଗନ୍ନାଥ ବିମାନ ବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି

ଭୁବନେଶ୍ବର: ପୁରୀ ଜଗନ୍ନାଥ ବିମାନ ବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି। ପୁରୀ ଠାରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ କେନ୍ଦ୍ର ସରକାରଙ୍କ ଷ୍ଟେଜ୍ -୧ ଅନୁମୋଦନ। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପୁରୀ…

Continue reading
ଏକକାଳୀନ ୬୧ଟି ମାମଲାର ସମାଧାନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଭାରତର ସୁପ୍ରିମକୋର୍ଟ ୧୯୯୪ ମସିହାର ଏକ ଛାଡପତ୍ର ପ୍ରକ୍ରିୟାକୁ ମଞ୍ଜୁରୀ ଦେଇଛନ୍ତି, ଯେଉଁଥିରେ ୬୧ଟି ମାମଲା ସାମିଲ ଅଛି। ବିଚାରପତି ବି.ଭି. ନାଗାରଥନା ଏବଂ ଉଜ୍ଜ୍ୱଳ ଭୂୟାଁଙ୍କ ଏକ ଖଣ୍ଡପୀଠ ୧୯୯୪ ମସିହାରୁ ଚାଲିଥିବା ଛାଡପତ୍ର ମାମଲାର ଶୁଣାଣି କରିଥିଲେ।…

Continue reading
ଟୋଲ୍‌ ପ୍ଲାଜାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଟଙ୍କା ସଂଗ୍ରହ

ନୂଆଦିଲ୍ଲୀ,03/04/2026: ଚଳିତ ମାସ ୧୦ରୁ ଦେଶର ୧୧୫୦ରୁ ଅଧିକ ‌ଟୋଲ୍‌ ପ୍ଲାଜାରେ ନଗଦ କାରବାର ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କେବଳ ଡିଜିଟାଲ୍‌ ପେମେଣ୍ଟ୍‌ ଗ୍ରହଣ କରାଯିବ। ଜାତୀୟ ରାଜପଥରେ ଥିବା ସମସ୍ତ ଟୋଲ୍‌ ପ୍ଲାଜାରେ ନଗଦ କାରବାର ବନ୍ଦ କରିବାକୁ ସରକାର…

Continue reading
ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

Continue reading