Today Update

ଡାକ୍ତର ଆନ୍ଦୋଳନ ସମାଧାନ ପାଇଁ ୫ ଜଣିଆ କମିଟି ଗଠିତ

ଭୁବନେଶ୍ବର: ସରକାରଙ୍କ ସହିତ ଆଲୋଚନା ପରେ ଓମସା ଡାକ୍ତର ଆନ୍ଦୋଳନ ସ୍ଥଗିତ ରହିଥିଲା । ବର୍ତ୍ତମାନ ଓମସା ଡାକ୍ତରଙ୍କ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଦ୍ବାରା ପ୍ରତିଶୃତି ଦିଆଯାଇଥିବା ହାଇ ପାୱାର କମିଟି ଗଠିତ ହୋଇଛି । ଅର୍ଥ ସଚିବଙ୍କ ଅଧ୍ୟକ୍ଷତାରେ…

Continue reading
ପୂର୍ବାଞ୍ଚଳ ପରିଷଦ ସ୍ଥାୟୀ କମିଟିର ୧୫ତମ ବୈଠକ: ସୁଦୃଢ ହେବ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆନ୍ତଃ-ରାଜ୍ୟ ସମନ୍ୱୟ

ଭୁବନେଶ୍ୱର: ସୁଦୃଢ ହେବ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆନ୍ତଃ-ରାଜ୍ୟ ସମନ୍ୱୟ । ତ୍ୱରାନ୍ୱିତ ହେବ ବିଭିନ୍ନ ପ୍ରସଙ୍ଗଗୁଡ଼ିକର ସମାଧାନ । ବିକାଶମୂଳକ କାର୍ଯ୍ୟକ୍ରମଗୁଡ଼ିକର ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନ ସୁନିଶ୍ଚିତ କରିବା ପାଇଁ ନିଆଯାଇଛି ସାମୂହିକ ସଂକଳ୍ପ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ସହ…

Continue reading
ଜ଼ିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଦେବଗଡ଼: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର ସାହୁ ଯୋଗଦେଇ ୩୨ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ…

Continue reading
ମେରା ଯୁବା ଭାରତ ପକ୍ଷରୁ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳିତ

ଦେବଗଡ଼: ଦେବଗଡ଼ ମେରା ଯୁବା ଭାରତ ପକ୍ଷରୁ ସୋମବାର ବାରକୋଟ ବ୍ଲକ କଲା ପଞ୍ଚାୟତ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଅଧ୍ୟାପକ ସୁକାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଭାସ ପ୍ରଧାନ ମୁଖ୍ୟ…

Continue reading
ଡ଼.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

ଦେବଗଡ଼: ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଦେବଗଡ଼ ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସଭାପତି ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଅଂଶୁମାନ ସବୁଜ ମାହାନ୍ତ ଓ ଆଇନଜୀବୀ…

Continue reading
ଅସମ୍ପୂର୍ଣ୍ଣ ରାସ୍ତା କାମ ସାରିବାକୁ ଦାବୀ ପତ୍ର

ନିମାପଡା ଜୟଗୁରୁ ଆଶ୍ରମ ଠାରୁ ପାଟପୁର ପର୍ଯ୍ୟନ୍ତ ନିମାପଡା ବ୍ରାଞ୍ଚ କେନାଲ ବନ୍ଧ ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଜାଗ୍ରତ ଯୁବ ଶକ୍ତି ସଂଗଠନ ପକ୍ଷରୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଛି। ଜୟଗୁରୁ ଆଶ୍ରମ ଠାରୁ ପାଟପୁର ପର୍ଯ୍ୟନ୍ତ ନିମାପଡ଼ା…

Continue reading
ଜିଲ୍ଲାସ୍ତରୀୟ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ତିଲେଇବଣି ବ୍ଲକର କଳାମାଟି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆଜି ଜିଲ୍ଲାସ୍ତରୀୟ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁରଙ୍କ ସଭାପତିତ୍ବ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡା.ଭବାନୀ ଶଙ୍କର ମଲ୍ଲିକ,ମୁକେଶ ଭୋଇ,ଅମିୟ ସାହୁ ,ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର…

Continue reading
ପି.ଏମ. ଶ୍ରୀ ଅପୂର୍ବ ଉଚ୍ଚ ବିଦ୍ୟାଳୟ ସୁଗୁଡାରେ ବନ ମ‌ହୋତ୍ସବ

ଦେବଗଡ଼: ଦେବଗଡ଼ ଜ଼ିଲ୍ଲା ତି‌ଲେଇବଣି ବ୍ଲକର ପିଏମଶ୍ରୀ ଅପୂର୍ଵ ଉଚ୍ଚ ବିଦ୍ୟାଳୟ ସୁଗୁଡା ପରିସରରେ ଆଜି ବନ ମହୋତ୍ସବ ସପ୍ତାହ ଅବସରରେ ବୃକ୍ଷରୋପଣ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

Continue reading
ମାର୍ଗଦର୍ଶିକା ଜାରି: ତୃତୀୟରୁ ୮ମ ଶ୍ରେଣୀ ଏଣିକି ବର୍ଷକୁ ୪ଟି ପରୀକ୍ଷା

ଭୁବନେଶ୍ବର: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ…

Continue reading
ରାଜ୍ୟରେ ଛୋଟ ବନ୍ୟା ଆଶଙ୍କା : ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି । ବୈତରଣୀ ନଦୀରେ ଛୋଟ ଧରଣର ବନ୍ୟା ଆସିପାରେ ବୋଲି ସତର୍କ କରିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ସେପଟେ ହୀରାକୁଦ ଡ୍ୟାମର ଗେଟ୍ ଖୋଲାଯିବ କି…

Continue reading