Today Update

ଲଗାଣ ବର୍ଷା: ବଢ଼ୁଛି ମହାନଦୀ, ବଂଶଧାରା ଓ ବୈତରଣୀ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ୩ଦିନ ହେଲା ସାରା ରାଜ୍ୟରେ ଲଗାଣ ବର୍ଷା ହେଉଛି। ଏହାରି ଫଳରେ କେଉଁଠି ଘରେ ପାଣି ପଶି ଜିନିଷପତ୍ର ବୁଡିଲାଣି ତ ଆଉ କେଉଁଠି ପାଣି ଘେରରେ ଲୋକେ ରହିଛନ୍ତି। ଗାଁରୁ ସହର ସବୁଠି ଲଗାଣ…

Continue reading
ଗୌରୀ ସ୍ପ୍ରେଟଙ୍କୁ ବିବାହ କଲେ ଆମିର ଖାନ

ମୁମ୍ବାଇ:ବଲିଉଡ୍‌ ଅଭିନେତା ଆମିର ଖାନ ୬୧ ବର୍ଷ ବୟସରେ ଜୀବନର ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ଦୁଇଟି ବିବାହ ବିଚ୍ଛେଦ ପରେ ସେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ଏକ ପଞ୍ଜିକୃତ ବିବାହରେ ବିବାହ କରିଥିବା ସୂଚନା ମିଳିଛି। ମୁମ୍ବାଇର…

Continue reading
ଆଜି ରଥଯାତ୍ରା ଶେଷ ସ୍ୱତନ୍ତ୍ର ସମନ୍ୱୟ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ,: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହେବ । ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତି ରିପୋର୍ଟ ଦେଖିବେ ମୁଖ୍ୟମନ୍ତ୍ରୀ । ପୁରୀ…

Continue reading
ସ୍ୱାଭାବିକଠାରୁ ୨୩୪% ଅଧିକ ବର୍ଷିଛି

ଭୁବନେଶ୍ୱର : ଗତ ୫ ଦିନରେ ନାକେଦମ୍‌ କଲାଣି ବର୍ଷା । ସ୍ୱାଭାବିକଠାରୁ ୨୩୪% ଅଧିକ ବର୍ଷିଛି । କେଉଁଠି ଘରେ ପାଣି ପଶିଲାଣି ତ’ ଆଉ କେଉଁଠି ରାସ୍ତା ଧସେଇ ଦେଲାଣି । ନିର୍ଧୁମ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ।…

Continue reading
ଅଙ୍ଗନୱାଡ଼ି କର୍ମୀ ଓ କମ୍ୟୁନିଟି ଷ୍ଟାଫ୍‌ମାନଙ୍କୁ ନେଇ ବାର୍ତ୍ତାଳାପ କାର୍ଯ୍ୟକ୍ରମ

ମହିଳା ସଶକ୍ତିକରଣକୁ ଅଧିକ ତ୍ୱରାନ୍ୱିତ କରିବା ଦିଗରେ ଗୁରୁତ୍ୱାରୋପ ଦେବଗଡ଼:ସ୍ଥାନୀୟ ପଶ୍ଚିମ ଓଡିଶା ବିକାଶ ପରିଷଦ ପ୍ରେକ୍ଷାଳୟରେ ଆଜି ଦେବଗଡ଼ ଜିଲ୍ଲାର ଅଙ୍ଗନୱାଡ଼ି କର୍ମୀ ଓ କମ୍ୟୁନିଟି ଷ୍ଟାପ ମାନଙ୍କୁ ନେଇ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ…

Continue reading
୭୭ତମ ବନ ମହୋତ୍ସବ: ଚାରାରୋପଣ କଲେ ଉପମୁଖ୍ୟମନ୍ତୀ

ଦେବଗଡ଼:ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଳକର ସାମନ୍ତରାପାଲି ଗ୍ରାମରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆଜି ‘ଏକ୍ ପେଡ୍ ମା କେ ନାମ ୩.୦ ଅଭିଯାନ ଓ ୭୭ତମ ବନ ମହୋତ୍ସବ ସପ୍ତାହ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

Continue reading
ଏସଆଇଆରର ଖସଡ଼ା ମତଦାତା : ନୂତନ ତାଲିକାରୁ ୧୧୦୦୪ ନାମ ବାଦ

ଦେବଗଡ଼:ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସ୍ୱତନ୍ତ୍ର ସଘନ ସଂଶୋଧନ(ଏସଆଇଆର)ର ଖସଡ଼ା ମତଦାତା ତାଲିକା ପ୍ରକାଶ କରାଯାଇଛି। ଆଜି ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏସଆଇଆର ଉଦ୍ଦେଶ୍ୟ ଓ ଖସଡ଼ା ମତଦାତା ତାଲିକା ପ୍ରକାଶ ଏବଂ ଆଜି ଠାରୁ…

Continue reading
କ୍ଲଷ୍ଟରସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ତିଳେଇବଣି ବ୍ଲକ ଟାଇଁସର କ୍ଲଷ୍ଟରର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁରେଇଁବାହାଳ ଠାରେ କ୍ଲଷ୍ଟର ସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଅଛି।। ଟାଇଁସର ସି. ଆର. ସି. ସି. ଭେନସ କୁମାର ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…

Continue reading
ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର: ଚାକିରିରୁ ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଛନ୍ତି। ସେ ହେଉଛନ୍ତି ୨୦୧୩ ବ୍ୟାଚର ଆଇପିଏସ୍ ଅଫିସର। ଭୁବନେଶ୍ୱର ଡିସିପି ଭାବେ କାର୍ଯ୍ୟ କରିବା ପୂର୍ବରୁ ସେ କଟକର ଡିସିପି ଭାବେ ଦାୟିତ୍ଵ…

Continue reading
ଆଜି କଟକର ସମସ୍ତ ସ୍କୁଲ ଛୁଟି

କଟକ: କଟକ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏହା ସହିତ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଓ କଲେଜଗୁଡ଼ିକୁ ଜିଲ୍ଲାପାଳ ନିର୍ଦ୍ଦେଶ…

Continue reading