Today Update

କୃଷି ବିଭାଗ ପକ୍ଷରୁ ୪ଟି ନିଗମ ସହ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୪ଟି ନିଗମ, ଓଡ଼ିଶା କୃଷି ଶିଳ୍ପ ନିଗମ (OAIC), ଓଡ଼ିଶା କୃଷି ପ୍ରୋତ୍ସାହନ ଏବଂ ପୁଞ୍ଜିଲଗାଣ ନିଗମ (APICOL), ଓଡ଼ିଶା ରାଜ୍ୟ ବିହନ ନିଗମ (OSSC)…

Continue reading
ମାଟିଆପଡ଼ା ଆର୍‌ଓବିର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ୱର/ପୁରୀ: ଚଳିତ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ ଓ ଭକ୍ତ ପୁରୀ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଗମନାଗମନକୁ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ କରି ସମସ୍ତଙ୍କୁ ଏକ ସୁଖଦ ଅନୁଭୂତି ଦେବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି…

Continue reading
ଯେତେ ବଡ଼ ନେତା ହେଲେ ମଧ୍ୟ କ୍ଷେତ୍ରକୁ ଯିବାକୁ ହେବ: ଲାଲଜୀ

ଭୁବନେଶ୍ୱର : କଂଗ୍ରେସ ଭବନ ଠାରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ନୂତନ ନିଯୁକ୍ତ ଓଡ଼ିଶା କଂଗ୍ରେସ ପ୍ରଭାରୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସର ରାଜନୈତିକ ବ୍ୟାପର କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଯୋଗ…

Continue reading
ଖାମେନେଇଙ୍କୁ ଅନ୍ତିମ ବିଦାୟ

ତେହରାନ: ଇରାନବାସୀ ଶୁକ୍ରବାର ସେମାନଙ୍କର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଅନ୍ତିମ ବିଦାୟ ଜଣାଇଛନ୍ତି। ଖାମେନେଇଙ୍କ କଫିନକୁ ଜାତୀୟ ପତାକାରେ ଘୋଡାଯାଇ ଗ୍ରାଣ୍ଡ ମୋସାଲାରେ ରଖାଯାଇଥିଲା। ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍‌କିଆନ, ସଂସଦ ବାଚସ୍ପତି ତଥା…

Continue reading
ପଖାଳକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ସରକାରଙ୍କ ଏହା ଏକ ପ୍ରୟାସ ଥିଲା:ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ଚର୍ଚ୍ଚାରେ ପଖାଳ ବିଲ୍। ସାଧାରଣ ପଖାଳ ଖିଆରେ ଦେଢ଼ରୁ ଦୁଇ କୋଟି ଖର୍ଚ୍ଚ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଯାହାକୁ ପ୍ରସଙ୍ଗ କରି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିରୋଧୀ । ଚଳିତ ବର୍ଷ ମାର୍ଚ୍ଚ ୨୦…

Continue reading
କୂଅରୁ ଦମ୍ପତିଙ୍କ ଶବ ଉଦ୍ଧାର

ହରିଚନ୍ଦନପୁର: ଦୈତାରୀ ଥାନା ବଳିପର୍ବତ ହୁର୍ଲ୍ଲାବାହାଳି ସାହିରେ ଗୁଣିଗାରେଡି ସନ୍ଦେହରେ ଆଦିବାସୀ ଦମ୍ପତିକୁ ହତ୍ୟା କରିଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି । ମୃତ ଦମ୍ପତି ଦ୍ୱୟ ହେଲେ ସେହି ହୁର୍ଲ୍ଲାବାହାଳି ସାହିର ଖଗେଶ୍ୱର…

Continue reading
ସୌମ୍ୟରଞ୍ଜନ ହତ୍ୟା ମାମଲା : ଓମ୍‌ପ୍ରକାଶଙ୍କର ପଲିଗ୍ରାଫ୍‌ ଟେଷ୍ଟ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର : ବାଲିଅନ୍ତାରେ ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଶୁକ୍ରବାର ସୌମ୍ୟରଞ୍ଜନ ସ୍ୱାଇଁଙ୍କ ସାଙ୍ଗ ଓମ୍‌ ପ୍ରକାଶଙ୍କର ପଲିଗ୍ରାଫ୍‌ ଟେଷ୍ଟ (ମିଛ ଧରା ପରୀକ୍ଷା) କରିଛି । ଘଟଣା ଦିନ କ’ଣ ଘଟିଥିଲା ସେ ବିଷୟରେ…

Continue reading
ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ

ଭୁବନଶ୍ୱର,: ୬ ତାରିଖରେ ପୁରୀ-କୋରାପୁଟ ଟ୍ରେନ ଓ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସ ଶୁଭାରମ୍ଭ କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦିନିକିଆ ଓଡ଼ିଶା ଗସ୍ତରେ ଆସି ଶ୍ରୀ ବୈଷ୍ଣବ ସକାଳ ୯ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ…

Continue reading
ଆଜି ଫୁଲୁରୀ ତେଲ ଲାଗି

ପୁରୀ : ସ୍ନାନଯାତ୍ରା ପରେ ଅଣସର ଘରେ ଅସୁସ୍ଥ ଦାରୁବ୍ରହ୍ମଙ୍କ ଅନବସର ତଥା ଗୁପ୍ତ ସେବା। ପଞ୍ଚମ ଦିନର ବିଳମ୍ବିତ ରାତିରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିଛି । ଠାକୁରେ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଚନ୍ଦନ ଓ କରାଳ ଆଦି ଦିବ୍ୟ ବସ୍ତୁ…

Continue reading
ଟେଣ୍ଡର ଦାଖଲ ପ୍ରକ୍ରିୟାର ସମୀକ୍ଷା ଦାବି କଲା ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନ

ଦେବଗଡ଼:ଦେବଗଡ଼ ଡିଷ୍ଟ୍ରିକ୍ଟ କଣ୍ଟ୍ରାକ୍ଟର୍ସ ୟୁନିଅନର ଏକ ପ୍ରତିନିଧି ମଣ୍ଡଳୀ ଆଜି ରେଙ୍ଗାଳବେଡ଼ା ସ୍ଥିତ ଗୋହିରା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।ଟେଣ୍ଡର ପ୍ରକ୍ରିୟାରେ କେତେକ ବିଡ଼ର ନିୟମ ଉଲ୍ଲଂଘନ କରିଥିବାରୁ ଏହାର ତୁରନ୍ତ ସମୀକ୍ଷା କରିବାକୁ…

Continue reading