Today Update

ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

Continue reading
OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ

-ଟ୍ରେନିଙ୍ଗ୍ ସମୟରେ ପୋଲିସ ଦ୍ୱାରା ଗିରଫ ହୋଇଥିଲେ, -ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

Continue reading
ଦେବସ୍ନାନ ପୂର୍ଣ୍ଣିମା ; ପୁରୀରେ ଏହି ସ୍ଥାନରେ ପାର୍କିଂ କରିବେ ଭକ୍ତ

ପୁରୀ : ଜ୍ୟେଷ୍ଠ ଶୁଦ୍ଧ ଶୁକ୍ଲ ପୂର୍ଣ୍ଣିମା ଅର୍ଥାତ୍‌ ସୋମବାର ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍‌ ବ୍ୟବସ୍ଥା କରାଯାଇଛି । ପାର୍କିଂ ନିମନ୍ତେ ଫାଷ୍ଟ କମ୍‌ ଫାଷ୍ଟ୍‌ ସର୍ଭ, ଅର୍ଥାତ୍‌…

Continue reading
ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ମାମଲା : ଏନ୍ଏଚ୍ଆରସିରେ ମାମଲା ରୁଜ୍ଜୁ

ଭୁବନେଶ୍ୱର: ତାମିଲନାଡୁରେ ଆମୋନିଆ ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୧ ଶ୍ରମିକ ମୃତ୍ୟୁବରଣ କରିବା ଘଟଣା । ଜାତୀୟ ମାନବାଧିକାର କମିଶନରେ ମାମଲା ପହଁଚିଛି । କୋରାପୁଟ ଜିଲାର ବରିଷ୍ଠ ଆଇନଜୀବୀ ଅନୁପ କୁମାର ପାତ୍ରଙ୍କ ଅଭିଯୋଗରେ କମିସନର…

Continue reading
ବର୍ଷାର ସଙ୍କେତ ଦିଏ ପକ୍ଷୀଙ୍କ ଆଗମନ: ଆରମ୍ଭ ହୁଏ ଚାଷ କାମ

ଦେବଗଡ଼:ମୌସୁମୀ ବର୍ଷା ଆଗମନର ସନ୍ଦେଶ ନେଇ ଆସନ୍ତି ବିରଳ ପକ୍ଷୀ।ପକ୍ଷୀଙ୍କ ଆଗମନପରେ ବର୍ଷା ହେବାର ସଙ୍କେତ ପାଇ ଅଞ୍ଚଳରେ ଚାଷୀମାନେ ଚାଷକାର୍ଯ୍ୟ ଆରମ୍ଭ କରିଥାନ୍ତି।ବର୍ତ୍ତମାନ ଜଳବାୟୁ ପରିବର୍ତ୍ତନ ବିଶ୍ବବାସୀଙ୍କୁଚିନ୍ତାରେ ପକାଇଥିବା ବେଳେ ମୌସୁମୀବର୍ଷା ଆଗମନର ପୂର୍ବ ସଙ୍କେତନେଇ ଆସନ୍ତି ଏହି ବିରଳ…

Continue reading
ପୁଣି ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ

ଭୁବନେଶ୍ୱର: ପୁଣି ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ । ରାଜଧାନୀର ଏକ ହୋଟେଲରେ ଦୁଷ୍କର୍ମ ଉଦ୍ୟମ କରି ଗିରଫ ହେଲା ଅଭିଯୁକ୍ତ । ଅଭିଯୁକ୍ତ ଜଣଙ୍କ ହେଉଛି ଜୟନ୍ତ କୁମାର ନାୟକ । ଘର ବାଲେଶ୍ଵର ସୋର ଥାନା ଅନ୍ତର୍ଗତ…

Continue reading
ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଶୁଣାଣି

ଭୁବନେଶ୍ୱର: ମହାନଦୀ ଜଳ ବିବାଦରେ ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି। ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘଦିନ ଧରି ଚାଲିଥିବା ମହାନଦୀ ଜଳ ବଣ୍ଟନ ବିବାଦ ମାମଲାରେ ଆଜି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ। ନୂଆଦିଲ୍ଲୀରେ ଉଭୟ…

Continue reading
ସ୍ନାନଯାତ୍ରା: ଭୋର୍‌ ୫ରୁ ପହଣ୍ଡି

ପୁରୀ: ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ଭକ୍ତ ସମ୍ମୁଖରେ ସ୍ନାନ କରି ଗଜାନନ ବେଶରେ ଦର୍ଶନ ଦେବେ। ଏଥିପାଇଁ ସ୍ନାନମଣ୍ଡପକୁ ରଙ୍ଗ ଦେଇ ସୁସଜ୍ଜିତ କରାଯାଇଛି। ଭକ୍ତମାନଙ୍କ ଲାଗି ସ୍ନାନଯାତ୍ରା ଦେଖିବା ପାଇଁ ଏଥର ମାର୍କେଟ୍‌ ଛକ ନିକଟରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ୍‌…

Continue reading
ବାଲି ସଇରତ ଉତ୍ସ ବାତିଲ ପାଇଁ ତହସିଲଦାରଙ୍କ କ୍ଷମତା ନାହିଁ

କଟକ: ୨୦୨୨ରେ ଲଘୁ ଖଣିଜ ଦ୍ରବ୍ୟ ସଂପର୍କିତ ନିୟମାବଳୀ (ଓଏମଏମସି ରୁଲ୍ସ)ରେ ସଂଶୋଧନ ହେବା ପରେ କ୍ଷମତା ନଥିଲେ ମଧ୍ୟ ରାଜ୍ୟରେ ତହସିଲଦାରମାନେ ବାଲି ସଇରତ ଉତ୍ସ ନିଲାମ ବାତିଲ ଭଳି ନିର୍ଦ୍ଦେଶ ପ୍ରଦାନ କରୁଥିବା ଘଟଣାକୁ ନେଇ ହାଇକୋର୍ଟ ଅସନ୍ତୋଷ…

Continue reading
ବନ୍ଦ ଘରୁ ମିଳିଲା ଯୁବକଙ୍କ ମୃତଦେହ

ପାଲଲହଡା: ପାଲଲହଡା ବ୍ଲକ ଖମାର ଥାନା କରଡ଼ାପାଳ ଗାଁରେ ଅଭାବନୀୟ ଘଟଣା। ପଡ଼ୋଶୀ ଘର ଭିତରୁ ଆଜି ସକାଳେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛନ୍ତି ପରିବାର ଲୋକ l ହତ୍ୟା ସନ୍ଦେହ ଆଣିଛନ୍ତି ପରିବାର ଲୋକ, ମୃତ ଯୁବକ ହେଲେ ଧୀରେନ…

Continue reading