Today Update

କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

Continue reading
ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

Continue reading
୪୫ ଦିନିଆ ଅସ୍ତ୍ରବିରତି ନେଇ ଇରାନ-ଆମେରିକା ମଧ୍ୟରେ ଆଲୋଚନା ଜାରି

ୱାସିଂଟନ/ତେହେରାନ: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ସୋମବାର ଏକ ବିବୃତି ଜାରି କରି ଚେତାବନୀ ଦେଇଛି ଯେ, ଯଦି ପ୍ରତିଦ୍ୱନ୍ଦ୍ୱୀ ଦେଶଗୁଡ଼ିକ ବେସାମରିକ ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରନ୍ତି ତେବେ ଆମେ ଅଧିକ ଭୟଙ୍କର ଭାବେ ଜବାବ ଦେବୁ। ଏହି ଚେତାବନୀ ଏପରି…

Continue reading
ବିଜେପି ମୁହାଁ ରାଘବ

ନୂଆଦିଲ୍ଲୀ: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା ବିଜେପି ରେ ସାମିଲ ହୋଇପାରନ୍ତି ବୋଲି ଆଲୋଚନା ବଢ଼ିବାରେ ଲାଗିଛି। ଏମିତିରେ ଆପ୍‌…

Continue reading
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି: କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ ଅନୁପ୍ରବେଶ କରିଥିବା ଦେଖିବାକୁ ମିଳିଛି।ପଞ୍ଚାୟତ କାର୍ୟ୍ୟାଳୟରୁ ଜଗନ୍ନାଥ ମନ୍ଦିର, ଆଶ୍ରମ ବିଦ୍ୟାଳୟ, ବସ୍‌ଷ୍ଟାଣ୍ଡ ଗୃହ ପରିଦର୍ଶନ…

Continue reading
କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

ଭୁବନେଶ୍ୱର : ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନଠାରେ ଆୟୋଜିତ ପ୍ରେସ ସମ୍ମୀଳନୀରେ କାଠଯୋଡ଼ି ଟେଣ୍ଡରକୁ ନେଇ ରାଜ୍ୟ ସରକାରଙ୍କୁ କଠୋର ଭାବରେ ସମାଲୋଚନା କରାଯାଇଥିଲା। ପ୍ରାୟ 200 କୋଟିର କାଠଯୋଡ଼ି ସେତୁ ପ୍ରକଳ୍ପକୁ ଏସପିଏସ୍ କନଷ୍ଟ୍ରକ୍ସନ୍ କମ୍ପାନୀକୁ…

Continue reading
ଇରାନକୁ ଧ୍ୱଂସ କରିବାକୁ ଟ୍ରମ୍ପ ସ୍ଥିର କଲେ ନୂଆ ଡେଡ୍‌ଲାଇନ୍

ନୂଆଦିଲ୍ଲୀ: ବନ୍ଦ ହେଉନି ଯୁଦ୍ଧ । ବଢୁଛି ବିଶ୍ୱର ଚିନ୍ତା । ୩୮ ଦିନ ପରେ ବି ଲଢୁଛି ଇରାନ । ଚରମସ୍ଥିତିରେ ପହଞ୍ଚିଲାଣି ମଧ୍ୟପ୍ରାଚ୍ୟ ଯୁଦ୍ଧ । ହୋର୍ମୁଜ ବନ୍ଦ ଥିଲା ବାଉଳିଚାଉଳି ହେଉଛନ୍ତି ଆମେରିକା ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ…

Continue reading
ପଶ୍ଚିମବଙ୍ଗ ନିର୍ବାଚନ: ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ମୋହନ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି ଏବଂ ନିର୍ବାଚନ ପ୍ରଚାର ମଧ୍ୟ ଶୀର୍ଷ ସ୍ତରରେ ପହଞ୍ଚି ଯାଇଛି। ଏହି ମଧ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି) ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ନିଜର ୪୦ ଷ୍ଟାର ପ୍ରଚାରକଙ୍କ ତାଲିକା…

Continue reading
୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର: ଘୋଷଣା ହେଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ । ୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ । ୧. ଅନୁଗୁଳ- ବଶିଷ୍ଠ ନାୟକ( ଅଧ୍ୟକ୍ଷ), ସୁରୁମଣି ଛତର( ଉପାଧ୍ୟକ୍ଷ ) ୨. ବଲାଙ୍ଗୀର- ବଲ୍ଲଭ ଧରୁଆ (…

Continue reading
୧୦ ତାରିଖ ଯାଏ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୧୦ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ । ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ ଓ କାଳବୈଶାଖୀର ପ୍ରଭାବରେ ଅପରାହ୍ନରେ ବିଜୁଳି ଓ ଘଡ଼ଘଡ଼ି ସହ ପବନ ବହିବ । ସୋମବାର କାଳବୈଶାଖୀର ପ୍ରଭାବରେ ଉତ୍ତର ଓ…

Continue reading