Today Update

ପରିଚୟପତ୍ର ଦେଖାଇ ୫ କେଜି ଗ୍ୟାସ କିଣିପାରିବେ ପ୍ରବାସୀ ଶ୍ରମିକ ଓ ଛାତ୍ରଛାତ୍ରୀ

ଭୁବନେଶ୍ୱର: ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସ୍ପଷ୍ଟୀକରଣ। ଏଣିକି ପ୍ରବାସୀ ଶ୍ରମିକ ଓ ଛାତ୍ରଛାତ୍ରୀ କିଣିପାରିବେ ୫ କେଜି ଗ୍ୟାସ୍ ସିଲିଣ୍ଡର। ପରିଚୟପତ୍ର ଦେଖାଇ ତୈଳ ମାର୍କେଟିଂ କଂପାନୀ ଦ୍ବାରା ବିକ୍ରି…

Continue reading
ରାଉରକେଲା ଆସିବେରାଷ୍ଟ୍ରପତି !

ରାଉରକେଲା: ଚଳିତ ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଉରକେଲା ଆସିବେ ବୋଲି କାର୍ୟ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ସୂଚନା ମିଳିଛି । ରାଷ୍ଟ୍ରପତି ରାଉରକେଲାର ହକି ଛକ…

Continue reading
ମର୍ମନ୍ତୁଦ ଦୁର୍ଘଟଣା: ୩ ମୃତ

ସୋର: ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଖରାପ ହୋଇ ଠିଆ ହୋଇଥିବା ଏକ ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଫଳରେ ଟ୍ରକରେ…

Continue reading
ଢାବା ଭିତରେ ପଶିଗଲା କାର୍, ଦୁଇ ମୃତ

ରାଉରକେଲା : ଢାବା ଭିତରେ ପଶିଗଲା କାର୍, ଦୁଇ ଯୁବକଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୀରମିତ୍ରପୁର ନୂଆ ଗାଁର ୧୪୩ ନମ୍ବର ଜାତୀୟ ରାଜପଥରେ। ବୀରମିତ୍ରପୁରରୁ ରାଉରକେଲା ଆସୁଥିବା ଏକ କାର ଯମୁନାନାକି ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ…

Continue reading
୫ କେଜି ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ

ଭୁବନେଶ୍ୱର: ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ ସିଲିଣ୍ଡର। ସେମାନଙ୍କ ପାଇଁ ୫ କେଜି ସିଲିଣ୍ଡର କଟକଣା ଲାଗୁ ହେବନି । ସେମାନେ ପରିଚୟପତ୍ର ଦେଖାଇଲେ ତାଙ୍କୁ ୫ କେଜି ଏଲପିଜି ମିଳିବ। ସେହିପରି ଇ-କେଓ୍ବାସି ମାଧ୍ୟମରେ…

Continue reading
ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ…

Continue reading
ମାନସିକ ବିକାରଗସ୍ତ ଯୁବତୀକୁ ଦୁଷ୍କର୍ମ

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ଗ୍ରାମରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମାନସିକ ବିକାରଗସ୍ତ ଯୁବତୀକୁ ସେହି ଗ୍ରାମର ଜନୈକ ଯୁବକ ବଳପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୁଲିସ ଘଟଣାରେ ଏକ ମାମଲା ରୁଜୁ ଅଭିଯୁକ୍ତ…

Continue reading
ଡ୍ରାଗନ ଦୋଳି ଛିଡି ପଡିବାରୁ ୪ ଗୁରୁତର

ତାଳଚେର: ପ୍ରସିଦ୍ଧ ହିଙ୍ଗଳାଯାତ୍ରାରେ ରବିବାର ଏକ ବଡଧରଣର ଅଘଟଣ ଘଟିଛି। ଯାତ୍ରାରେ ପଡିଥିବା ଏକ ଡ୍ରାଗନ ଦୋଳି ଛିଡି ପଡିବାରୁ ୪ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ପବିତ୍ର ମୋହନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ଜଣ ମହିଳା ଥିବା ଜଣାପଡିଛି।…

Continue reading
ତୈଳ ସମସ୍ୟା: ନେପାଳରେ ସପ୍ତାହକୁ ଦୁଇ ଦିନ ଛୁଟି

କାଠମାଣ୍ଡୁ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଯେଉଁ ତୈଳ ସମସ୍ୟା ଉପୁଜିଛି, ସେହି ପରିପ୍ରେକ୍ଷୀରେ ନେପାଳ ସରକାର ସପ୍ତାହକୁ ଦୁଇ ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ପ୍ରତ୍ୟେକ ଶନିବାର ଓ ରବିବାର ସରକାରୀ କାର୍ୟ୍ୟାଳୟ ଓ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିବ।…

Continue reading
ଆସାମରେ ମୋହନଙ୍କ ନିର୍ବାଚନ ପ୍ରଚାର

ସୋନାରି (ଆସାମ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଆସାମରେ ନିର୍ବାଚନ ପ୍ରଚାର କରିଛନ୍ତି। ଶ୍ରୀ ମାଝୀ ଆସାମର ସୋନାରି ଓ ମାରିଆନି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି। ଏହି ଅବସରରେ…

Continue reading