ରାହୁଲ ଓ ପ୍ରିୟଙ୍କାଙ୍କ ନାଁରେ ଏଫଆଇଆର
ଦିଲ୍ଲୀରେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ ଦଳର ଆନ୍ଦୋଳନ ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିରୋଧରେ ଆଉ ଏକ ଏଫଆଇଆର ରୁଜୁ ହୋଇଛି। ତେବେ…
କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ
ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ
ଶ୍ରମିକ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ସହ ସହାୟତା ରାଶି ଘୋଷଣା
ରାସ୍ତାକଡ଼ରୁ ପୁଲିସ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର
ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?
ମା’ ଦୁର୍ଗାଙ୍କ ମହାଅଷ୍ଟମୀ ପୂଜା
ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ
ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ
ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ
ଜନସେବା କେନ୍ଦ୍ର ନାଁରେ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକେଇ,ଦୁଇ ଭାଇ ଗିରଫଦିଲ୍ଲୀରେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ ଦଳର ଆନ୍ଦୋଳନ ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିରୋଧରେ ଆଉ ଏକ ଏଫଆଇଆର ରୁଜୁ ହୋଇଛି। ତେବେ…
ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଭାରତୀୟ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ନାନାଙ୍କ ନିଖୁଣ ଅଭିନୟକୁ ସ୍ମରଣ କରି ରାଷ୍ଟ୍ରପତି କହିଛନ୍ତି ଯେ, ସେ ନିଜ…
ସମ୍ବଲପୁର/ଝାରସୁଗୁଡ଼ା/ନୂଆପଡ଼ା: INDIA ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦର ପ୍ରଭାବ ପଶ୍ଚିମ ଓଡ଼ିଶା ଜିଲ୍ଲାମାନଙ୍କରେ ପଡ଼ିଛି । ରାସ୍ତା ଅବରୋଧ ଓ ପିକେଟିଂ ଯୋଗୁଁ ବସ୍, ଟ୍ରକ୍, ଅଟୋ ସମେତ ଅନେକ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ବଜାର ଓ…
ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍ ସମୟରେ ଯାଜପୁର ଜିଲ୍ଲାର…
ଭୁବନେଶ୍ୱର: ଚାରି ଦଫା ଦାବି ନେଇ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଆହ୍ୱାନ ଦିଆଯାଇଥିବା ବେଳେ ସାଧାରଣ ଲୋକେ ପ୍ରଭାବିତ…
ନୂଆଦିଲ୍ଲୀ: ବିଶ୍ୱ ବଜାରର ଆହ୍ୱାନପୂର୍ଣ୍ଣ ସ୍ଥିତି ଯୋଗୁ ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ…
ସୁନ୍ଦରଗଡ଼: ଏମଏମଡିଆର ସଂଶୋଧନ ଆଇନକୁ ବିରୋଧ କରିବା ସହ ଓଡ଼ିଶାର ଖଣିଜ ସମ୍ପଦ ଉପରେ ରାଜ୍ୟର ଅଧିକାର ଓ ଆର୍ଥିକ ସ୍ୱାୟତ୍ତତାକୁ ଦୁର୍ବଳ କରିବାର ପ୍ରୟାସ ବିରୋଧରେ ବିଜୁ ଜନତା ଦଳ ପକ୍ଷରୁ ଆଜି ସୁନ୍ଦରଗଡ଼ରେ ଏକ ବିଶାଳ ପ୍ରତିବାଦ ପ୍ରଦର୍ଶନ…
ଭୁବନେଶ୍ୱର: ଏକ ଦାୟିତ୍ୱବାନ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବିଜୁ ଜନତା ଦଳ ସର୍ବଦା ଓଡ଼ିଶାବାସୀଙ୍କ ସ୍ୱାର୍ଥ, ଅଧିକାର ଓ ହକ୍ ପାଇଁ ଦୃଢ଼ ଭାବେ ଠିଆ ହୋଇଆସିଛି । ଓଡ଼ିଶା ଓ ଓଡ଼ିଶାବାସୀଙ୍କ ସ୍ୱାର୍ଥ ଯେତେବେଳେ ପ୍ରଭାବିତ ହୋଇଛି, ସେତେବେଳେ…
ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…
ନୂଆଦିଲ୍ଲୀ: ଆଜି ଓଡ଼ିିଶା ଡିଜିପି ଚୟନ ପ୍ରକ୍ରିୟା ମାମଲା ନେଇ ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶିତ ହେବାର ସମ୍ଭାବନା ରହିଛି । ଓଡିଶା ଡିଜିପି ଚୟନ ପ୍ରକ୍ରିୟା ସମ୍ବନ୍ଧିତ ପ୍ରକାଶ ସିଂହ ମାମଲା ସୁପ୍ରିମକୋର୍ଟଙ୍କ ଗୁରୁବାର ତାଲିକାରେ ସମ୍ମିଳିତ କରାଯାଇଛି । ଡିଜିପି…














