Today Update

ମଣ୍ଡାକିଆ ପଞ୍ଚାୟତରେ ଜନଶୁଣାଣୀ

୧୭ ଅଭିଯୋଗର ଶୁଣାଣୀ, ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ରାଇକିଆ: ରାଇକିଆ ବ୍ଲକ ଅନ୍ତର୍ଗତ ମଣ୍ଡାକିଆ ପଞ୍ଚାୟତ ସଭାଗୃହରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁଙ୍କ ଅଧ୍ୟକ୍ଷତାରେ ଜନଶୁଣାଣୀ ଅନୁଷ୍ଠିତ ହୋଇଛି। ଏଥିରେ ପଞ୍ଚାୟତବାସୀ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ…

Continue reading
୮ରେ କଂଗ୍ରେସର ଓଡିଶା ବନ୍ଦ ଡାକରା ନିମନ୍ତେ ସାମ୍ବାଦିକ ସମ୍ମିଳନୀ

ଦେବଗଡ଼:କଂଗ୍ରେସ ପକ୍ଷରୁ ୮ ତାରିଖରେ ଓଡିଶା ବନ୍ଦ ଡାକରା ଦିଆଯାଇଛି।ଆଜି ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜଗାଙ୍ଗପୁର ବିଧାୟକ ଡ.ରାଜେନ ଏକ୍କା ଓ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦିକା ଅମିତା ବିଶ୍ୱାଳ ଯୋଗ…

Continue reading
ଆନ୍ତର୍ଜାତିକ ଶିକ୍ଷକ ଦିବସ ପାଳିତ

ଦେବଗଡ଼:ଜିଲ୍ଲା ବରିଷ୍ଠ ନାଗରିକ ଫୋରମ ପକ୍ଷରୁ ଆଜି ଆନ୍ତର୍ଜାତିକ ଶିକ୍ଷକ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ, ପ‌ୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ଫୋରମର ସଭାପତି ଡ.ରାମଚନ୍ଦ୍ର ମହାପାତ୍ର,ସଂପାଦକ ଗୌରହରି…

Continue reading
ଦେବଗଡରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଏସପି କିଶୋର ଚନ୍ଦ୍ର ମୁଣ୍ଡଙ୍କ ଶିବିରରେ ଯୋଗ ଦେଇ ୪୬ ଟି ଅଭିଯୋଗ…

Continue reading
ମହାଲକ୍ଷ୍ମୀ ପୂଜା କମିଟିର ପ୍ରସ୍ତୁତି ବୈଠକ ଓ କର୍ମକର୍ତ୍ତା ଚୟନ

ଦେବଗଡ଼:ପୌରାଚଂଳର ଗୁରୁ ସାହି ମହାଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ପୂର୍ବ ସଭାପତି ସତ୍ୟ ନାରାୟଣ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଚଳିତ ବର୍ଷର ପୂଜା ୭ ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ…

Continue reading
ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର, ହତ୍ୟା ସନ୍ଦେହ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧୀନ ଦାମିଆ ବରବରା ଜଙ୍ଗଲରୁ ଏକ ଅଚିହ୍ନା ନର କଙ୍କାଳ ଉଦ୍ଧାର ହୋଇଛି । ନାଣ୍ଡୁରୁ ଗାଁ ନିକଟସ୍ଥ ରାଜିନୀ ସଂରକ୍ଷିତ ଘଞ୍ଚ ଜଙ୍ଗଲ ମଧ୍ୟରୁ ପ୍ୟାଣ୍ଟ, ଜ୍ୟାକେଟ ଓ ଜୋତା ପିନ୍ଧା ଅବସ୍ଥାରେ…

Continue reading
ହାତୀର ଗଳିତ ଶବ ଉଦ୍ଧାର

ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ବନ୍ୟ ପ୍ରାଣୀ ସପ୍ତାହ ପାଳନ ଚାଲିଥିବା ବେଳେ ଜାମୁଖୋଲ ବିଟର ମେନିଆପାଜୁ ଜଙ୍ଗଲରୁ ଏଜ ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ୭ ଦିନ ତଳେ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି…

Continue reading
ଜ୍ଞାନେଶଙ୍କୁ ହଟାଇବା ଦାବି: ବିରୋଧୀଙ୍କ ଶୋଭାଯାତ୍ରା; ଧାରଣାରେ ରାହୁଲ ଏବଂ ପ୍ରିୟଙ୍କା

ନୂଆଦିଲ୍ଲୀ : ବିରୋଧୀ ଦଳ ନେତା ଏବଂ ସାଂସଦମାନେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ଦାବି କରି ମଙ୍ଗଳବାର ସଂସଦରୁ ନିର୍ବାଚନ ଗୃହ ପର୍ଯ୍ୟନ୍ତ ଏକ ପଦଯାତ୍ରା ଆରମ୍ଭ କରିଛନ୍ତି। ଯୋଜନାବଦ୍ଧ ପଦଯାତ୍ରାକୁ ଦୃଷ୍ଟିରେ ରଖି, ଦିଲ୍ଲୀ ପୁଲିସ…

Continue reading
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାର ଦାୟୀ: ବିଜେଡି

ଭୁବନେଶ୍ୱର: ଜନ ସମ୍ପର୍କ ପଦଯାତ୍ରା ସମୟରେ ପୂର୍ବତନ ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଛି । ସାଧାରଣ ଜନତାଙ୍କ ଠାରୁ ଜନ ପ୍ରତିନିଧି ସମସ୍ତେ ଅସୁରକ୍ଷିତ । ଏ ସମସ୍ତ ଘଟଣା ଧର୍ମଶାଳା…

Continue reading
‘ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରୀକ ଅଧିକାରର ହେଲା ପୁନଃ ପ୍ରତିଷ୍ଠା’

ଭୁବନେଶ୍ୱର,: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉଚ୍ଛ ଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ନୋଟିଫିକେସନ ଜାରି କରାଯିବା ପରେ…

Continue reading