Today Update

ଦ୍ବିଦିବସୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ

ଦେବଗଡ଼:ଦେବଗଡ ଜିଲ୍ଲାର ତେନ୍ତଳାବାହାଳ ଗ୍ରାମରେ ସମଲେଶ୍ବରୀ କ୍ଲବ ପକ୍ଷରୁ ଚାଲିଥିବା ଦ୍ବିଦିବସୀୟ ଫୁଟବଲ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚ ଦୁଧିଆନାଳୀ ବାପୁଜୀ ଫୁଟବଲ କ୍ଲବ ସହିତ ବନାକାଲୋ ସ୍କୁଲ ବୟ ଫୁଟବଲ କ୍ଲବ…

Continue reading
ନାବାଳିକାକୁ ବିବାହର ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଘଟଣା: ଯୁବକ ଗିରଫ

ଦେବଗଡ:ନାବାଳିକାକୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିଥିବା ନେଇ ବାରକୋଟ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଉକ୍ତ ଘଟଣାରେ ଆଜି ପୁଲିସ ବାର‌କୋଟ ଥାନାର…

Continue reading
ଆମ୍ବୁଲାନ୍ସ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ : ରବିବାର ସକାଳେ ଉତ୍ତର ପ୍ରଦେଶର ସୁଲତାନପୁରର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଜଣେ ସୈନିକଙ୍କ ପାର୍ଥିବ ଶରୀର ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାରି ଜଣଙ୍କର ଜୀବନ ଚାଲି ଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସୂଚନା ସଂଗ୍ରହ…

Continue reading
ଛାତ୍ର ସଂସଦ ନିର୍ବାଚନ; ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର: ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ହେଉ ବୋଲି ଦାବି କରିଆସୁଥିଲା। ୨୦୨୪ରୁ ଭାଜପା ଓଡ଼ିଶାରେ ଶାସନକୁ ଆସିଛି। ଏହାରି…

Continue reading
କଲବଲ କରିବ ତାତି

ଭୁବନେଶ୍ୱର,: ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ।…

Continue reading
ନୟାପଲ୍ଲୀ ବଳାତ୍କାର ମାମଲା: ୨ ସହଯୋଗୀ ଗିରଫ

ଭୁବନେଶ୍ୱର: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ଦୁଇ ଜଣ ସହଯୋଗୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ହୋଇଥିବା…

Continue reading
ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍ର ସୁମିଠାରେ ଥିବା ଉକ୍ତ ପ୍ଲାଣ୍ଟର ମୁଖ୍ୟ ବିଲ୍ଡିଂ କ୍ଷତିଗ୍ରସ୍ତ…

Continue reading
‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗମ୍ଭୀର ସ୍ୱଚ୍ଛତା ଅଭାବ ଯୋଗୁ କ୍ରିଏଟିଭ୍…

Continue reading
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

Continue reading
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading