Today Update

ଗୁଳୁଗୁଳି; ୪୦ ଡିଗ୍ରୀ ଡେଇଁଲା ତାପମାତ୍ରା

ଭୁବନେଶ୍ୱର: ଦିନରେ ଗରମ, ରାତିରେ ଝଡବର୍ଷା। ରାଜ୍ୟରେ ଜାରି ରହିଛି ଖରା ତାତି ସାଙ୍ଗକୁ ଝଡ଼ବର୍ଷା ପ୍ରଭାବ। ଅପରାହ୍ଣରେ ବଦଳି ଯାଉଛି ପାଗ। ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ଝଡ଼ବର୍ଷା ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

Continue reading
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

Continue reading
ରେକର୍ଡ ଡାନ୍ସ ନହେବାରୁ ହଙ୍ଗାମା

ବ୍ରହ୍ମପୁର: ରେକର୍ଡ ଡାନ୍ସ ନହେବାରୁ ହଙ୍ଗାମା। ଦଣ୍ଡନାଚରେ ହୋହଲ୍ଲା କଲେ ସ୍ଥାନୀୟ ଲୋକେ। ବାଧ୍ୟ ହୋଇ କାର୍ଯ୍ୟକ୍ରମ ବନ୍ଦ କଲେ ଦଣ୍ଡନାଚ ଯାତ୍ରା ପାର୍ଟି। ଗତକାଲି ରାତିରେ ବ୍ରହ୍ମପୁର ହିଲପାଟଣା ଅଂଚଳରେ ଦଣ୍ଡନୃତ୍ୟ ଅନୁଷ୍ଠିତ ହୋଇଥିଲା। ସାମାଜିକ ନାଟକ ପରିବେଷଣ ହେଉଥିଲା।…

Continue reading
ପେଟ୍ରୋଲ-ଡିଜେଲ ଏବଂ ଗ୍ୟାସକୁ ନେଇ ଭରସା ଦେଲେ ସରକାର

ନୂଆଦିଲ୍ଲୀ : ଆଉ ପେଟ୍ରୋଲ-ଡିଜେଲ୍ ମିଳିବନି । ଗ୍ୟାସ୍ ଆସୁନି, କେମିତି ରୋଷେଇ କରିବା । ଏମିତି ଚର୍ଚ୍ଚା ଏବେ ସବୁଠି ଚାଲିଛି । ଲୋକେ ଭବିଷ୍ୟତ କଥା ଭାବି ଭୟଭୀତ ହେଉଥିବାବେଳେ ପୁଣିଥରେ ଆଶ୍ବାସନା ଦେଇଛନ୍ତି ସରକାର । ଭୟଭୀତ…

Continue reading
ଆଜିଠୁ ବଢ଼ିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରବିବାରଠାରୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି…

Continue reading
ଆଜି ଆସାମ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସାମର ଜୋରହାଟ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସୋନାରି ଓ ମରିୟାନି ବିଧାନସଭା କ୍ଷେତ୍ରରେ ଦୁଇ ଦିନ ଧରି ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନ ପ୍ରଚାର କରିବେ । ରବିବାର…

Continue reading
ଓଡ଼ିଆ ପକ୍ଷ:ଐତିହ୍ୟ ଗଣଦୌଡ଼

ଭୁବନେଶ୍ୱର: ଓଡ଼ିଆ ପକ୍ଷ ପାଳନର ପଞ୍ଚମ ଦିବସ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଛି । ଭୁବନେଶ୍ଵର ମୁକ୍ତେଶ୍ୱର ମନ୍ଦିର ଐତିହ୍ୟ ସ୍ଥଳୀ ନିକଟରୁ ଆରମ୍ଭ ହୋଇଥିଲା ଐତିହ ଗଣଦୌଡ଼ ।…

Continue reading
ରାଜଧାନୀରେ ହଣାକଟା

ଭୁବନେଶ୍ୱର: ରାଜଧାନୀରେ ଅସାମାଜିକଙ୍କ ଆତଙ୍କରାଜ । ବିଳମ୍ବିତ ରାତିରେ ବୁଲିଲା ଖଣ୍ଡା । ଭୁବନେଶ୍ବରରେ ହଣାକଟା । ରାତିରେ ଘରକୁ ଫେରୁଥିବା ବେଳେ ଗାଙ୍ଗୁରାମ ମିଠା ଦୋକାନୀ ମିସ୍ତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । କିଛି ଦୁର୍ବୃତ୍ତ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ…

Continue reading
କେରଳରେ ବିଜେପି ହିଁ ବିକାଶ ଆଣିବ: ପ୍ରଧାନମନ୍ତ୍ରୀ

ତିରୁଅନନ୍ତପୁରମ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କେରଳ ଗସ୍ତରେ ଯାଇଥିବାବେଳେ ଏକାଧିକ ନିର୍ବାଚନ ସଭାକୁ ସମ୍ବୋଧିତ କରିଛନ୍ତି। ତିରୁଭାଲା ସହରରେ ଆୟୋଜିତ ଏକ ସଭାରେ ଭାଷଣ ଦେବା ଅବସରରେ ମୋଦୀ କହିଛନ୍ତି ଯେ ରାଜ୍ୟରେ କ୍ଷମତାସୀନ ଏଲଡିଏଫ୍‌ (ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ)…

Continue reading
ସଚିବସ୍ତରୀୟ ବୈଠକ ଏକ ପ୍ରକାର ଯୋଜନା ପାଇଁ ଏକୀକୃତ ବ୍ୟବସ୍ଥା

ଭୁବନେଶ୍ବର: ମାର୍ଚ୍ଚ ଶେଷ ସୁଦ୍ଧା ୨୦୨୫-୨୬ ଆର୍ଥିକ ବର୍ଷରେ ବଜେଟ୍ ଅନୁମୋଦନ ଅନୁସାରେ ସାମଗ୍ରିକ ବ୍ୟୟ ପୂର୍ବ ବର୍ଷ ଏହି ସମୟ ତୁଳନାରେ ୮.୮% ବୃଦ୍ଧି ପାଇଛି। କାର୍ଯ୍ୟକ୍ରମ ବାବଦକୁ ବ୍ୟୟ ସାମଗ୍ରିକ ଭାବେ ୧୦% ବୃଦ୍ଧି ଘଟିଛି। ରାଜ୍ୟର ସାମଗ୍ରିକ…

Continue reading