Today Update

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାର ଦାୟୀ: ବିଜେଡି

ଭୁବନେଶ୍ୱର: ଜନ ସମ୍ପର୍କ ପଦଯାତ୍ରା ସମୟରେ ପୂର୍ବତନ ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଛି । ସାଧାରଣ ଜନତାଙ୍କ ଠାରୁ ଜନ ପ୍ରତିନିଧି ସମସ୍ତେ ଅସୁରକ୍ଷିତ । ଏ ସମସ୍ତ ଘଟଣା ଧର୍ମଶାଳା…

Continue reading
‘ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରୀକ ଅଧିକାରର ହେଲା ପୁନଃ ପ୍ରତିଷ୍ଠା’

ଭୁବନେଶ୍ୱର,: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉଚ୍ଛ ଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ନୋଟିଫିକେସନ ଜାରି କରାଯିବା ପରେ…

Continue reading
୭ ତାରିଖ ଦିନ ଦେଶବ୍ୟାପୀ ‘‘ବିକଶିତ ଭାରତ ସଂକଳ୍ପ ସଭା’’

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୭ ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଜଣେ ପ୍ରଜାସେବକ ଓ ଜନସେବକ ଭାବେ ସାର୍ବଜନୀନ ଜୀବନ ଓ ଶାସନରେ ୨୫ ବର୍ଷ ସଫଳତାର ସହ ପୁରଣ କରିବେ । ସେହି ଦିନ ଦେଶବ୍ୟାପୀ…

Continue reading
ଡିଏମ୍‌ଏଫ୍ ଫଣ୍ଡରେ ଅନିୟମିତତା ଓ ଦୁର୍ନୀତି, ପର୍ଯ୍ୟଟନ ନାଁରେ କୋଟି କୋଟି ସ୍ୱାହା: ଡ.ତପନ ଚାନ୍ଦ

ଭୂବନେଶ୍ୱର: ଗତ ସେପ୍ଟେମ୍ବର ୨୯ ତାରିଖରେ ବିଧାନସଭାରେ ସିଏଜିଙ୍କର ୬ଟି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ଏହି ରିପୋର୍ଟରେ ପୂର୍ବତନ ବିଜେଡି ସରକାରଙ୍କ ସମୟରେ ବିଭିନ୍ନ ବିଭାଗରେ ବ୍ୟାପକ ଅନିୟମିତତା, ଆର୍ôଥକ ଅବ୍ୟବସ୍ଥା ତଥା ଦୁର୍ନୀତି ସାମ୍‌ନାକୁ ଆସିଛି। ଖଣି ଅଂଚଳର ବିକାଶର…

Continue reading
ସବୁଜ ଶକ୍ତି (ସୌର) ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପାଇଁ ୱାର୍ଲ୍ଡ ସ୍କିଲ ସେଣ୍ଟର ଏବଂ ଓଏଚପିସି ମଧ୍ୟରେ ସହଭାଗିତା

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ିଙ୍କୁ ସବୁଜ ଶକ୍ତି ଓ ସୌର ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦକ୍ଷ କରିବା ପାଇଁ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର ଠାରେ ଏକ ‘ଗ୍ରୀନ୍ ଏନର୍ଜି (ସୋଲାର) ସେଣ୍ଟର ଅଫ୍ ଏକ୍ସଲେନ୍ସ’ ପ୍ରତିଷ୍ଠା କରାଯାଉଛି। ଓଡ଼ିଶା ହାଇଡ୍ରୋ ପାୱାର…

Continue reading
ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

Continue reading
ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

Continue reading
ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

Continue reading
ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

Continue reading
ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

Continue reading