ଆର୍‌ବିଆଇର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ ଇନଫୋଭ୍ୟାଲି ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସ୍ବାଗତ ସ୍ବାଗତ କରିଥିଲେ । ସେଠାରୁ ଆର୍‌ବିଆଇ ଡାଟା ସେଣ୍ଟରରେ ପହଞ୍ଚି ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ପରେ ସେ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଫେରିଯିବେ । ୬ଟା ୩୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଥିଲେ ।

  • Related Posts

    ରାଜଧାନୀରେ ମଦ୍ୟପ ଚାଳକଙ୍କ ଆତଙ୍କ

    ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ମଦ୍ୟପ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା । ସିଆରପି ଛକରୁ ଏକାମ୍ର କାନନ ଯିବା ରାସ୍ତାରେ ଦୁର୍ଘଟଣା ଘଟାଇଲେ ଚାଳକ । ବଡ଼ି ଭୋରୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଇ ଲୋକଙ୍କୁ ଧକ୍କା ଦେବା ପରେ ଡିଭାଇଡରରେ…

    Continue reading
    ବିଦ୍ୟାଭାରତୀଙ୍କୁ ହାଇକୋର୍ଟଙ୍କ ଝଟକା ; ଆଗୁଆ ଜାମିନ ଆବେଦନରେ ମିଳିଲାନି ଅନ୍ତରୀଣ ସୁରକ୍ଷା

    କଟକ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀଙ୍କୁ ହାଇକୋର୍ଟରୁ ଝଟକା ଲାଗିଛି। ସମ୍ଭାବ୍ୟ ଗିରଫଦାରୀରୁ ସୁରକ୍ଷା ପାଇଁ ସେ ଦାଖଲ କରିଥିବା ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ତାଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କରିଛନ୍ତି। ଏଥିସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି