୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗାପୁର ସରକାରଙ୍କ ସହ ଓଡ଼ିଶା ସରକାରଙ୍କର ୮ଟି ଗୁରୁତ୍ବପୂର୍ଣ୍ଣ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି। ଏହାଦ୍ୱାରା ଓଡ଼ିଶାରେ ପୁଞ୍ଜି ନିବେଶ ହେବା ସହ ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍‍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ସୃଷ୍ଟି ହେବ। ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନମଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ଏକ ଏତିହାସିକ ଘଟଣା। ଆଗାମୀ ଦିନରେ ଦେଶର ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶା ଏକ ସମ୍ଭାବନାର ରାଜ୍ୟ। ଏହା ଗ୍ରୋଥ୍ ଇଞ୍ଜିନ୍ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭିତ୍ତିଭୂମି ସୁଦୃଢ଼ ଏବଂ ରାଜ୍ୟକୁ ନିବେଶ ଆଣିବାକୁ ସରକାର କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି