ଶିଳ୍ପପତି ମାନଙ୍କୁ ସ୍ଥାନୀୟ ବାସିନ୍ଦାଙ୍କ ମୌଳିକ ଆବଶ୍ୟକତା ପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର,୦୭/୦୪/୨୦୨୬: ରାଜ୍ୟରେ ଲୁହାପଥର ଉତ୍ପାଦନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଖଣି ଲିଜ୍ଧାରୀ ଓ ଶିଳ୍ପପତି ମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନ ଠାରେ ଆୟୋଜିତ ଏହି…


