ଝାରଖଣ୍ଡ ନିର୍ବାଚନ: ଓଡ଼ିଶା ମୁଖ୍ୟମନ୍ତ୍ରୀ ଷ୍ଟାର ପ୍ରଚାରକ
ନୂଆଦିଲ୍ଲୀ: ଝାରଖଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…



