ବର୍ଷା:ବୁଢ଼ାବଳଙ୍ଗରେ ବଢୁଛି ପାଣି

ମୟୂରଭଞ୍ଜ,: ବାତ୍ୟା ‘ଦାନା’ ପ୍ରଭାବରେ ବର୍ଷା ଲାଗି ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ାରେ ଲାଗି ରହିଛି ବର୍ଷା । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ଏଭଳି ସ୍ଥିତି ଉପୁଜିଛି…

Continue reading
ବାତ୍ୟା କ୍ଷୟକ୍ଷତି:ଡିବିଟି ମାଧ୍ୟରେ ଲୋକଙ୍କୁ କ୍ଷତିପୂରଣ ଦିଆଯିବ

ଭୁବନେଶ୍ଵର : ବାତ୍ୟା କ୍ଷୟକ୍ଷତି ନେଇ କୃଷି ମନ୍ତ୍ରୀ କେଭି ସିଂହଦେଓ  କହିଛନ୍ତି ଯେ  ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା, ଯାଜପୁର   ବାଲେଶ୍ଵର ଓ ଭଦ୍ରକରେ ଚାଷ…

Continue reading
ପ୍ରତିକୂଳ ପାଣିପାଗ:ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ । ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ । କିନ୍ତୁ ପ୍ରତିକୂଳ ପାଣିପାଗ ପାଇଁ ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ କାର୍ୟ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ୟ୍ୟର…

Continue reading
ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ

ଭୁବନେଶ୍ୱର: : ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁଁ  ପ୍ରାଥମିକ ଆକଳନରେ ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା ଜିଲାରେ ୨୩ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଠାରେ ରାଜକନିକା, ଆଳି ଓ ମହାକାଳପଡା…

Continue reading
ଖୁବ୍‌ଶ୍ରୀଘ୍ର ଆସିବେ କେନ୍ଦ୍ରୀୟ ଟିମ୍‌ :ସୁରେଶ ପୂଜାରୀ

ଭୁବନେଶ୍ୱର: ଖୁବ୍‌ଶ୍ରୀଘ୍ର ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଆସିବେ। ବର୍ତ୍ତମାନ ସୁଦ୍ଧା ୨୨ ଲୋକଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଛି। ଗତକାଲିଠାରୁ ବର୍ଷା ଲାଗିରହିଥିବାରୁ କାର୍ୟ୍ୟରେ ବାଧା ସୃଷ୍ଟି ହୋଇଛି। ବାତ୍ୟାରେ ଘର ହରାଇଥିବା ପରିବାର ବାତ୍ୟା ଆଶ୍ରୟସ୍ଥଳୀରେ ରହିବ।…

Continue reading
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ୟ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି ଏବଂ ରବିବାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପୂର୍ବ କାର୍ୟ୍ୟ ଦିବସ ପରି ଏହି ଦୁଇଦିନ ସରକାରୀ…

Continue reading
ଆଜି ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ…

Continue reading
ଅବପାତରେ ପରିଣତ ହେଲା ବାତ୍ୟା

ଭୁବନେଶ୍ଵର, : ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ଵର,…

Continue reading