ହସ୍ପିଟାଲରେ ବିସ୍ଫୋରଣ: ରୋଗୀଙ୍କର ମୃତ୍ୟ

ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍‌ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍‌ ଶଟ୍‌ସର୍କିଟ ହୋଇ ଟ୍ରାନ୍ସଫର୍ମରରେ…

Continue reading
ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ

ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା ମିଳିଛି। ବାଦାୟଁର ସମରେର ସହିତ ଫରିଦପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ୍‌ ୧ ବର୍ଷ…

Continue reading
Essar ଗ୍ରୁପ୍ ସହ ପ୍ରତିଷ୍ଠାତାଙ୍କ ପରଲୋକ

ଏସାର ଗ୍ରୁପ (Essar Group)ର ସହପ୍ରତିଷ୍ଠାତା ଶଶି ରୁଇଆଙ୍କ ପରଲୋକ। ସୋମବାର ଶଶି ରୁଇଆଙ୍କ ପରଲୋକ ଘଟି ଥିବାବେଳେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ୮୦ ବର୍ଷ ବୟସରେ ଏହି ବ୍ୟସାୟୀଙ୍କ ମୃତ୍ୟୁ ହୋଇଛି। ଉଦ୍ୟୋଗୀ ତଥା ଶିଳ୍ପପତି ଶଶି…

Continue reading
ଗାଡି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର, ବାଇକ୍ ଆରୋହୀ ମୃତ

ଗାଡ଼ି ଚେକିଂ ବେଳେ ଗ୍ୟାସ କଣ୍ଟେନର ମାଡ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଯାଜପୁରର ପାଣିକୋଇଲି ଥାନା ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା। ପାଣିକୋଇଲି ଥାନା ସଠିପୁର ବ୍ରଜନଗର ଛକ ନିକଟରେ ୧୬ନଂ ଜାତୀୟ…

Continue reading
ଗଛରେ ପିଟିହେଲା ପିକଅପ୍: ୨ମୃତ

ଭୟଙ୍କର ଦୁର୍ଘଟଣା। ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ପିକ୍‌ଅପ୍‌। ଗାଡ଼ି ଚାଳକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି। ଆଜି ଅପରାହ୍ନ ପ୍ରାୟ…

Continue reading
ଆରପାରିରେ ସମୀର ଦେ

ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ’। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ…

Continue reading
ମେଡ଼ିକାଲରେ ନିଆଁ ଲାଗି ୧୧ଜଣ ଶିଶୁଙ୍କ ମୃତ୍ୟୁ

ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ ହୋଇନଥିବାରୁ…

Continue reading
ପୁଣି ନେତା ପୁଅଙ୍କ ଦାମୀ ଗାଡ଼ି ତଳେ ଜୀବନ ଗଲା

ପୁଣି ହିଟ୍ ଆଣ୍ଡ ରନ୍ ମାମଲା। ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲି ଯାଇଛି ଜଣେ ସାଧାରଣ ଲୋକର ଜୀବନ। ଦୁର୍ଘଟଣା ସମୟର ଭୟାନକ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ସୂଚନା ଅନୁସାରେ, ଏହି ଦୁର୍ଘଟଣା କର୍ଣ୍ଣାଟକର ଉଡୁପିରେ…

Continue reading