ଇବୋଲା: ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା କଙ୍ଗୋ ଗଣତାନ୍ତ୍ରିକ ଗଣରାଜ୍ୟ ଏବଂ ଉଗାଣ୍ଡାରେ ଇବୋଲା ପ୍ରକୋପକୁ ଏମରଜେନ୍ସି ଅଫ…

