ଆଗକୁ ଫାୟାର ମ୍ୟାନ ପଦବୀରେ ନିଯୁକ୍ତି ହେବେ ମହିଳା!
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ…





