ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ!
ଭୁବନେଶ୍ୱର:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ…


