ଚନ୍ଦାପଣର ଶିକାର ହେଉଛନ୍ତି କି?

ବୟସ ବଢିବା ସଙ୍ଗେ ସଙ୍ଗେ ଶରୀରରେ ବିଭିନ୍ନ ପ୍ରକାର ପରିବର୍ତ୍ତନ ଦେଖାଯାଏ । ଶରୀରରେ ମେଟାବଲିଜମର ମାତ୍ରା ବଢିଥାଏ । ଭାରତରେ ପ୍ରତି ୨ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ମଧ୍ୟରେ ଚନ୍ଦାପଣର ସମସ୍ୟା ଦେଖାଯାଏ । ଅକାଳରେ ଚୁଟି ଝଡିପଡ଼େ…