ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ଯାଜପୁର ବିଧାୟକ ଓ ନେତା

ଭୁବନେଶ୍ୱର:ଯାଜପୁର ଜିଲ୍ଲା ବିଜୁ ଜନତା ଦଳର ବିଧାୟକ ତଥା ନେତୃବୃନ୍ଦ ଆଜି ସକାଳେ ନବୀନ ନିବାସ ରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ଜିଲ୍ଲା ର ରାଜନୈତିକ ପରିସ୍ଥିତି ଓ ବିକାଶ…

Continue reading