ଧାନ କିଣାକୁ ନେଇ ମିଲରଙ୍କୁ ତାଗିଦ୍ କଲେ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍କୁ ସିଲ୍ କରାଯିବ।…


