ଭିଡିଓ ଜାରି କରି ମିଥୁନଙ୍କୁ ପାକିସ୍ତାନୀ ଡନ୍‌ର ଧମକ

ଅଭିନେତା ସଲମାନ ଖାନ୍‌ ଓ ଶାହରୁଖ ଖାନ୍‌ଙ୍କ ପରେ ଏବେ ବଲିଉଡ ଅଭିନେତା ତଥା ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଛି ଧମକ। ତାଙ୍କୁ ଖୋଲାଖୋଲି ଭାବେ ଧମକ ଦେଇଛି ପାକିସ୍ତାନର ଡନ୍‌। ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି।…

Continue reading