ମୋହନଙ୍କ ଉପରେ ପୁଣି ବର୍ଷିଲେ ନବୀନ

ଭୁବନେଶ୍ବର,21।12: ମହିଳାଙ୍କ ପାଇଁ ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ ଭୁବନେଶ୍ୱର, ପୁଣି କଳଙ୍କ ମୁଣ୍ଡାଇଛି ଓଡ଼ିଶା। କେବେ ଆଉ ଚେତିବ ବିଜେପି ସରକାର? ଦିନଦ୍ଵିପହରେ ପୁଣି ଜଣେ ନାବାଳିକା ଭୁବନେଶ୍ୱରରେ ଗଣଦୁଷ୍କର୍ମର ଶିକାର ହେବା ଅତ୍ୟନ୍ତ ସ୍ପର୍ଶକାତର ବିଷୟ। କୁଆଡ଼େ ଯାଇଛି…

Continue reading