ଜିଲ୍ଲା ପରିଷଦ ସଭ୍ୟଙ୍କୁ ଦୁର୍ବ୍ୟହାର ଘଟଣା, କାରଣ ଦର୍ଶାଅ ନୋଟିସ ଜାରି

ଜିଲ୍ଲା ପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ଦୁର୍ବ୍ୟବହାର ଘଟଣାରେ ରେଢ଼ାଖୋଲ ତହସିଲ ଅଫିସର ଅମିନ ତଥା ରେକର୍ଡ କିପର କୁଳମଣି ନାଏକଙ୍କୁ ନିଲମ୍ବନ କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ। ନିଲମ୍ବନ ଅବଧି ସମୟରେ ତାଙ୍କୁ ରେଢ଼ାଖୋଲ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ…