ସୋଆରେ ‘ଆଇଏସ୍ଏସିଓଏନ୍- ୨୦୨୫’ର ରାଜ୍ୟ ସ୍ତରୀୟ ୫୨ତମ ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ତିନି ଦିନିଆ ଇଣ୍ଡିଆନ୍ ସୋସାଇଟି ଅଫ୍ ଆନାସ୍ଥେସିଓଲୋଜିଷ୍ଟସ ଓଡିଶା ଶାଖାର ୫୨ତମ ବାର୍ଷିକ ସମ୍ମିଳନୀ ଉଦ୍ଘାଟିତ ହୋଇଯାଇଛି । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍,…



